ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ : ସାଢେ ୧୧ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଆଜି ଚତୁର୍ଥ ଦିନରେ ମଧ୍ୟ ଗୃହ କାର୍ଯ୍ୟ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଚାଷୀ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ କଂଗ୍ରେସ, ଭାଜପା ବିରୋଧ ପ୍ରଦର୍ଶନ କରିଥିଲେ। ଫଳରେ ବାଚସ୍ପତି ଗୃହକୁ ପୂର୍ବାହ୍ନ ୧୧.୩୦ ଯାଏ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମରା ମୁହାଣରେ ବୋଟ୍‌ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍‌ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍‌ ଟିମ୍‌ କାଳିଭଞ୍ଜ ଡିଆଁ...

ଓ୍ବାସିମ ଜାଫରଙ୍କୁ ଓଡ଼ିଶା ଦଳର ଗୁରୁ ଦାୟିତ୍ୱ

ଭୁବନେଶ୍ୱର,୧୪।୭: ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୱାସିମ ଜାଫରଙ୍କୁ ଓଡ଼ିଶା ସିନିୟର୍‌ କ୍ରିକେଟ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ବୁଧବାର ସୂଚନା...

ଲଗାଣ ବର୍ଷାରେ ଗଲା ୪ ଜୀବନ: ୧୧ ଜିଲାର ୨୦ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,(ବ୍ୟୁରୋ)ଡେରାବିଶ/ ପାଟକୁରା/ ନିରାକାରପୁର/ ନିଶ୍ଚିନ୍ତକୋଇଲି (ସ୍ବ.ପ୍ର./ଡି.ଏନ୍‌.ଏ.),୧୪।୯: ଲଘୁଚାପ ଜନିତ ବର୍ଷା ଶନିବାର ରାତିରୁ ରାଜ୍ୟରେ ଲାଗି ରହିଛି। ରାଜ୍ୟର ୧୧ ଜିଲା ପ୍ରଭାବିତ ହୋଇଛି। ବିଶେଷକରି...

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ

ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି।...

ରାଜନଗରରେ ବିଜୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ, ମୁଣ୍ଡ କାଟିନେଲେ ଦୁର୍ବୃତ୍ତ

ରାଜନଗର,୧୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ତ୍ରିନାଥ ବଜାରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିରୁ ମୁଣ୍ଡ...

CORONAVIRUS UPDATE: ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ସୁସ୍ଥ ହେଲେଣି ୨୨୦

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ...

ଗୁଜୁରାଟ ପ୍ରଶ୍ନପତ୍ର ପ୍ରଘଟ ମାମଲା: ମାଲକାନଗିରିରୁ ଗିରଫ ହେଲେ ଶିକ୍ଷକ

ମାଲକାନଗିରି/ମାଥିଲି,୩୧।୧(ଡି.ଏନ୍‌.ଏ.) ଗୁଜୁରାଟ ଜୁନିୟର କ୍ଲର୍କ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ମାଲକାନଗିରି ଜିଲା କର୍ତନପାଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସରୋଜ ମାଲୁଙ୍କୁ ଗୁଜୁରାଟ ପୋଲିସ...

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୭।୬(ବ୍ୟୁରୋ)- ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳ ବଳଦ କରିଛନ୍ତି। ୨୦୧୭ ବ୍ୟାଚର ୫ ଜଣ ଆଇଏଏସ ଅଫିସରଙ୍କୁ ବଦଳି କରାଯାଇଛି। ରବିବାର ଏ ନେଇ...

Advertisement
Archives

Model This Week