ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ କରିଛନ୍ତି। ସେମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ଏହାକୁ ନେଇ ବାଚସ୍ପତି ପୂର୍ବାହ୍ନ ୧୧ଟା ୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ତେବେ ଗୃହ ମୁଲତବୀ ପରେ ଭାଜପା ସଦସ୍ୟମାନେ ଗାନ୍ଧୀ ପ୍ରତିମୂର୍ତ୍ତୀ ତଳେ ଧାରଣା ଦେଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, ନୟାଗଡ଼ର ୫ ବର୍ଷୀୟ ଶିଶୁକନ୍ୟା ପରୀ ହତ୍ୟା ଘଟଣାର ତଦନ୍ତ ଭାର ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌କୁ ଦିଆଯାଇଛି। ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ତଦନ୍ତ କରାଯିବ ବୋଲି ଶନିବାର ମନ୍ତ୍ରୀ ବିଧାନସଭାରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri