ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ ଶଦ୍ଦ ପ୍ରୋସିଡିଂରୁ ହଟାଇବା ପାଇଁ ଦାବି କରିଥିଲା। ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ କଂଗ୍ରେସ ସଦସ୍ୟ। ରିପୋର୍ଟର ଟେବୁଲରେ ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ। ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ସଂସଦୀୟ ମନ୍ତ୍ରୀ ମହାଲିଙ୍ଗ ଅକଳରେ ପକାଇଥିଲେ। ପ୍ରକଳ୍ପକୁ ତରବରିଆ ଭାବେ ଉଦ୍‌ଘାଟନ କରାଯାଇଥିଲା ବୋଲି ମନ୍ତ୍ରୀଦ୍ୱୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri