ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୮ା୭(ବ୍ୟୁରୋ): ଗୁରୁବାର ପୂର୍ବାହ୍ନରେ ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିବାରୁ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ପାର୍ଲାମେଣ୍ଟ ଅଧିବେଶନରେ କଂଗ୍ରେସ ଏମ୍‌ପି ଅଧୀର ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଆଜି ବିଧାନସଭା ଗୃହକାର୍ଯ୍ୟ ବି ଚାଲିପାରିଲାନି। ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହିଥିଲେ ଏମ୍‌ପି। ଯାହାକୁ ନେଇ ପ୍ରବଳ ହଟ୍ଟଗୋଳ ହୋଇଥିଲା। କଂଗ୍ରେସ କ୍ଷମା ମାଗୁ ବୋଲି ଭାଜପା ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri