୫ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ବିଧାନସଭା ଶୀତକାଳୀନ ଗୃହକାର୍ଯ୍ୟ ଆରମ୍ଭ ହେଉ ହେଉ ୫ ଯାଏ ମୁଲତବୀ ରହିଛି। ଆରମ୍ଭରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ପରେ ଗୃହକାର୍ଯ୍ୟକୁ ଅପରାହ୍ନ ୫ଟା ଯାଏ ମୁଲତବୀ ରଖାଯାଇଛି।