ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର,୨।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ୨ୟ ଦିନ। ଆରମ୍ଭ ହେଉ ହେଉ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହ ମୁଲତବୀ କରାଯାଇଛି ।

ବୁଧବାର ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହୋଇଛି । ପ୍ରଥମ ଦିନରେ ମଧ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗୃହକୁ ପଶାଇନଦେବା ଦାବିରେ କଂଗ୍ରେସ ବିଧାନସଭାର ୨ଟି ମୁଖ୍ୟ ଫାଟକରେ ଧାରଣାରେ ବସିଥିଲା । ସେପଟେ ବିଜେଡି ମଧ୍ୟ ରାଜଭବନ ନିକଟରେ କେନ୍ଦ୍ରର ଅବହେଳା ଦର୍ଶାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲା । ଆଜି ମଧ୍ୟ ବିଜେଡି ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?