ଆରମ୍ଭରୁ ହଟ୍ଟଗୋଳ: ୧୧.୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ଭାଜପା ସଦସ୍ୟମାନେ ହାତରେ ପ୍ଲାକାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କ ବିରୋଧରେ କଂଗ୍ରେସ ମୁଖପାତ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଭାଜପା ସଦସ୍ୟମାନେ ନାରାବାଜି କରିଥିଲେ । ଅପରପକ୍ଷେ କଂଗ୍ରେସ ସଦସ୍ୟମାନେ ମଧ୍ୟ ଭାଜପା ସଦସ୍ୟଙ୍କୁ ବିରୋଧ କରି ନାରାବାଜି କରିଥିଲେ । ତେବେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାଚସ୍ପତି ବିକ୍ରମ କେଶୀ ଆରୁଖ ଗୃହକୁ ଦିନ ୧୧.୩୦ ଯାଏ ମୁଲତବୀ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ

କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ...

ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର

ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍‌ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ...

ରାଜଧାନୀରେ ଟ୍ରାଫିକ୍‌ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ...

ମଧ୍ୟାହ୍ନଭୋଜନ ପାଇଁ ଛାତ୍ରୀଛାତ୍ରଙ୍କୁ ମିଳିବ ରାଶନ

ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରମଣକୁ ମୁକାବିଲା କରିବା ପାଇଁ ବିଦ୍ୟାଳୟଗୁଡ଼ିକୁ ବନ୍ଦ କରିଦିଆଯାଇଛି। ବିଦ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇପାରୁନାହିଁ। ଏଭଳିସ୍ଥିତିରେ ଛାତ୍ରୀଛାତ୍ରଙ୍କୁ...

ହୋମଗାର୍ଡଙ୍କୁ ଦୈନିକ ମଜୁରି ୫ଶହ ଟଙ୍କା ଦିଅ: ହାଇକୋର୍ଟ

କଟକ ଅଫିସ,୨୯।୨: ଓଡ଼ିଶା ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ଏଣିକି ହୋମଗାର୍ଡମାନଙ୍କୁ ଦୈନିକ ୫୦୦ ଟଙ୍କା ମଜୁରି ମିଳିବ। ଶୁକ୍ରବାର...

ଆରମ୍ଭ ହେଲା ମୁକୁଳା ନାଳ ସମୀକ୍ଷା: ପଡ଼ିବ ସ୍ଲାବ, ବଦଳିବ ଡିଜାଇନ୍‌

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ...

ଏମ୍‌କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ

ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା...

‘ସୋସିଆଲ ମିଡିଆରେ ବୁଲୁଛି କୋଣାର୍କ ମନ୍ଦିରର ଭ୍ରମାତ୍ମକ ଫଟୋ’

ଭୁବନେଶ୍ୱର,୧୨।୨ବ୍ୟୁରୋ):ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଇବା ଅଭିଯୋଗକୁ ଖଣ୍ଡନ କରିଛି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ...

Advertisement
Archives

Model This Week