ବଜ୍ରପାତରେ ଘର ଜଳିଗଲା

କୁଆମରା,୨୩ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତର ଦିଘି ନୂଆସାହି ଗ୍ରାମରେ ସୋମବାର ବଜ୍ରପାତ ଘଟି ହାଡିବନ୍ଧୁ ସିଂଙ୍କ ଏକ ବଖରା ଚାଳ ଘର ଜଳି ଯାଇଛି। ହେଲେ ଘର ଭିତରେ ଥିବା ପରିବାରର ୬ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଜଣେ ମହିଳା ଆହତ ହୋଇଛନ୍ତି। ଖବର ପାଇ ଉଦଳା ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ଅପେକ୍ଷାରେ ସଞ୍ଜୟ

ପଦ୍ମପୁର,୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ପଞ୍ଚାୟତ ଅଧୀନ ଗଦି ଗ୍ରାମର ସଞ୍ଜୟ ବଳ(୩୪)। ଘରେ ବାପା, ମା’, ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ନେଇ...

ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି...

ଜନ୍ମମାଟିରେ ବିଶ୍ୱସ୍ତରୀୟ ସ୍କୁଲ୍‌ କରିଛନ୍ତି ଡାକ୍ତର

କେନ୍ଦୁଝର,୧ା୫(ସ୍ବ.ପ୍ର.):କେନ୍ଦୁଝର ଜିଲାର ଜଣେ ଡାକ୍ତର ନିଜ ଗାଁରେ ଗରିବ ପିଲାଙ୍କ ପାଠ ପଢ଼ିବା ପାଇଁ ଏକ ବିଶ୍ବସ୍ତରୀୟ ସ୍କୁଲ ଖୋଲିଛନ୍ତି। ସେ ପିଲା ଦିନେ ପଢ଼ିବା...

ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ତାଲା

ଖଣ୍ଡପଡ଼ା,୨୩ା୧୦(ସ୍ବ.ପ୍ର.): କେନ୍ଦ୍ର ସରକାର ପ୍ରତି ପଞ୍ଚାୟତରେ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିର୍ମାଣ ନିମନ୍ତେ ୧୦ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ବିଭିନ୍ନ ପଞ୍ଚାୟତରେ ଏହି...

କାମରେ ଆସୁନି ବସୁଧା ଯୋଜନା

ଲାଞ୍ଜିଗଡ଼,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଅନ୍ତର୍ଗତ କୁମଖାଲ ଗ୍ରାମପଞ୍ଚାୟତ ଅଧୀନ ପୁନିଗୁଡ଼ା ଗ୍ରାମରେ କାମରେ ଆସୁନି ବସୁଧା ଯୋଜନା। ବୋରୱେଲ ଖୋଳା ହୋଇ ୨ବର୍ଷ...

ପଲିଥିନ ତଳେ ଜୀବନ

କପ୍ତିପଦା,୧୭ା୩(ଡି.ଏନ୍‌.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ...

ଘର ଭାଂଗିଦେଲା ଜଂଗଲି ହାତୀ:ଅଲପ୍‌କେ ବରତିଲେ ପରିବାର ଲୋକ୍‌

ଉଲୁଣ୍ଡା, ୧୪ା୮ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପଁଚେତ୍‌ ଖଜୁରିଆପାଲି ଗଁାରେ ଜଂଗଲି ହାତୀକର ଉତ୍‌ପାତ ଦେଖ୍‌ବାକେ ମିଲିଛେ। ସୋମବାର ଅଧ୍‌ରାତିରେ ଇ...

କରୋନା ସଂକ୍ରମଣ ଆଶଙ୍କା: ଉତ୍ତେଜନା ପରେ ବନ୍ଦ ହେଲା ଟ୍ରାନ୍ସପୋର୍ଟ ଅଫିସ

କେନ୍ଦୁଝର,୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗାଠାରେ ଚାଲିଥିବା ଟ୍ରାନ୍ସପୋର୍ଟ ଅଫିସକୁ ସ୍ଥାନୀୟ ସରପଞ୍ଚ ଓ ସଦର ପୋଲିସ ଉଦ୍ୟମରେ ଶନିବାର ବନ୍ଦ କରାଯାଇଛି।...

Advertisement
Archives

Model This Week