ଶଟ୍‌ ସର୍କିଟରୁ ଜଳିଗଲା ଘର

ଲାଞ୍ଜିଗଡ଼,୬।୩(ଡି.ଏନ.ଏ): ବିଦ୍ୟୁତ୍‌ ଶଟ୍‌ ସର୍କିଟରୁ ନିଆଁ ଲାଗି ଜଣେ ମହିଳାଙ୍କ ଘର ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଫଳରେ ମହିଳାଙ୍କ ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି।

ମିଳିଥିବା ସୂଚନା ମୁତବକ, ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତ ଗୋବର୍ଦ୍ଧନପୁର ଗାଁର ଗୋମତୀ ହରିଜନ ଗାଁର ଶେଷମୁଣ୍ଡରେ ପୁଅ ଓ ଝିଅଙ୍କୁ ନେଇ ଏକ ଘର କରି ରହୁଥିଲେ। ପରିବାର ପ୍ରତିପୋଷଣରେ ସମସ୍ୟା ହେବାରୁ ଗୋମତୀଙ୍କ ସ୍ବାମୀ ସନ୍ତୋଷ ହରିଜନ ଦାଦନ ଖଟିବାକୁ କେରଳ ଯାଇଛନ୍ତି। ଘରେ ଗୋମତୀ ନିଜ ପୁଅ ଝିଅଙ୍କୁ ଧରି ରହୁଥିଲେ। ରବିବାର ଘରେ ଲାଗିଥିବା ବିଦ୍ୟୁତ୍‌ ତାରରେ ଶଟ୍‌ ସର୍କିଟ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ତାଙ୍କର ଦୁଇ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଏନେଇ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗୋମତୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri