ବଜ୍ରପାତରେ ଜଳିଗଲା ଘର: ଅଗ୍ନିବିପନ୍ନଙ୍କୁ ସହାୟତାର ହାତ ବଢ଼ାଇଲେ ବିଭିନ୍ନ ସଂଗଠନର କର୍ମକର୍ତ୍ତା

ଧର୍ମଶାଳା,୨୨ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼କାଏମା ପଞ୍ଚାଯତର ଦାସ ସାହି ଗ୍ରାମର ଅଗ୍ନିବିପନ୍ନ ବାରିଣିଙ୍କ ପରିବାର ପାଖେ ବିଭିନ୍ନ ସଂଗଠନ ପହଞ୍ଚି ସହାୟତା ପ୍ରଦାନ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ ଦାସସାହି ଗ୍ରାମର ବଟକୃଷ୍ଣ ଦାସଙ୍କ ଚାଳ ଛପର ଘରେ ଭଡ଼ା ନେଇ ବାରିଣି ଓ ତାଙ୍କ ସ୍ତ୍ରୀ ରହୁଥିଲେ। ଶନିବାର ଅପରାହ୍ନରେ ଅଚାନକ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିଥିଲା। ହଠାତ୍‌ ଏକ ବଜ୍ରପାତରେ ଘରେ ନିଆଁ ଲାଗିଯାଇଥିଲା। ଏ ଖବର ପାଇ ସେହିଦିନ ରାତିରେ ଅସହାୟ ବନ୍ଧୁ ପରିବାର ସଦସ୍ୟ ପହଞ୍ଚି
ଅଗ୍ନି ବିପନ୍ନଙ୍କ ସମସ୍ୟା ବୁଝି ରାତିରେ ରହିବାର ବ୍ୟବସ୍ଥା କରିବା ସହ ଦୁଇ ମାସର ରାଶନ ସାମଗ୍ରୀ ସହାୟତା କରିଥିଲେ। ସେହିପରି ରବିବାର ଅଂଶୁମାନ ମେମୋରିଆଲ ଟ୍ରଷ୍ଟର ସଦସ୍ୟଙ୍କ ସହ ଭାଜପା ଯୁବନେତା ଅଭିଷେକ ରାଉତ, ଶିଶିର ମହାରଣା ଅନ୍ୟ ଭାଜପା କର୍ମୀମାନେ ପହଞ୍ଚି ବାରିଣିଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିବା ସହ ଗ୍ରୋସରୀ ସାମଗ୍ରୀ ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭୋଜିରୁ ଫେରିବାବେଳେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ହାଇଓ୍ବା ଧକ୍କା, ଚାଲିଗଲା ୫ ଜୀବନ

ଧର୍ମଶାଳା,୪ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ ସହିତ ହାଇଓ୍ବା…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ପ୍ରତିଶ୍ରୁତି ମିଳିବା ପରେ…

ଧର୍ମଶାଳା,୨୮।୪(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଅଞ୍ଚଳରେ ଅହେତୁକ ବିଦ୍ୟୁତକାଟ ପ୍ରତିବାଦରେ ସ୍ଥାନୀୟ ବିଦ୍ୟୁତ ଏସଡିଓ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଉପଭୋକ୍ତାମାନେ ଗଣଧାରଣା ଦେଇଛନ୍ତି। ବର୍ତ୍ତମାନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ  ବିଛୁଆତି।  ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri