ଅଗ୍ନିକାଣ୍ଡରେ ୨ ପରିବାର ସର୍ବସ୍ବାନ୍ତ

ରାସୋଳ, ୨୧।୧(ଡି.ଏନ୍‌.ଏ.): ହିନ୍ଦୋଳ ବ୍ଲକ ରାସୋଳ ଥାନା ବୁହାଳିପାଳ ଗ୍ରାମ ବାଲିପଶି ସାହିରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଛି। ଏହାର କାରଣ ଜଣାପଡ଼ିନାହିଁ। ରସାନନ୍ଦ ପ୍ରଧାନ (୮୦) ଏବଂ ସଂଯୁକ୍ତା ପ୍ରଧାନ (୪୫)ଙ୍କ ଘର ସମ୍ପୂର୍ଣ୍ଣ ଛାରଖାର ହୋଇଯାଇଥିବାବେଳେ ସମ୍ପୃକ୍ତ ପରିବାର ସର୍ବସ୍ବ ହରାଇଛନ୍ତି। ରାସୋଳ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। କୁନୁଆ ରାଜସ୍ବ ନିରୀକ୍ଷକ ଅମରେନ୍ଦ୍ର ଶତପଥୀ ଶୁକ୍ରବାର ସକାଳେ ବିପନ୍ନ ପରିବାରକୁ ଭେଟି ପଲିଥିନ୍‌ ଯୋଗାଇ ଦେଇଛନ୍ତି। ଏବେ ଶୀତ ସାଙ୍ଗକୁ ହାତୀ ଭୟ ଲାଗି ରହିଥିବାରୁ ପରିବାର ଲୋକେ ଚିନ୍ତାରେ ପଡ଼ିଛନ୍ତି। ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧ, ଗଛରୁ ଡେଇଁଲା ଭାଲୁ

ପାଟଣା,୩୧।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ରାଜନଗର ବିଟ୍‌ କୋଡ଼ଖମଣ ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ସଦାନନ୍ଦ...

ଫାଇଲ ଖୋଲିବାକୁ ଅଧିକାରୀ ଅନିଚ୍ଛୁକ

ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଆଦର୍ଶ (ଟାଉନ) ଥାନା ଅଧୀନ ଗୁରୁଜଙ୍ଗରେ ୨୦୨୧ ଅକ୍ଟୋବର ୯ ତାରିଖ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଶ୍ୱଶୁର...

ବାପ୍‌ କର୍କଟରେ, ଝି’ ରକ୍ତଶିକୁଳି ରୋଗ୍‌ରେ ପୀଡ଼ିତ: ମାଏକିନାର ଉପରେ ପରିବାର ବୋଝ୍‌

କର୍ଲାମୁଣ୍ଡା, ୫ା୧୨ (ଡି.ଏନ.ଏ.)-  ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦାଦନ୍‌ ସମସିଆ ଉପରେ ଲଗାମ୍‌ କସବାକେ ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଇ...

ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା...

ଜଟଣୀ ତହସିଲ ପକ୍ଷରୁ ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଲୋକଙ୍କ କବ୍‌ଜାରେ ସରକାରୀ ଜମି

ଜଟଣୀ,୧୦ା୮(ଡି.ଏନ.ଏ.): ଜଟଣୀ ତହସିଲ ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ତହସିଲ ଅନ୍ତର୍ଗତ ଷଣ୍ଢପୁର ମୌଜାର ପ୍ଲଟ ନଂ. ୫୮୫ ଓ ୬୧୬ରେ ଥିବା...

କୋଭିଡ୍‌ ଫଣ୍ଡକୁ ୬.୩୪ ଲକ୍ଷ ସହାୟତା

ହିଞ୍ଜିଳିକାଟୁ,୨୫ା୪(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଚାଉଳ କଳ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର...

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ...

ଦେବୀ ସୁଭଦ୍ରାଙ୍କ ରଥରେ ବିରାଜମାନ କଲେ ସୁଦର୍ଶନ

ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ...

Advertisement
Archives

Model This Week