Posted inରାଜ୍ୟ

‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବ ବିଧାନସଭା ଗୃହ କମିଟି’

ଭୁବନେଶ୍ବର,୮।୪(ବ୍ୟୁରୋ): ବିଧାନସଭା ଗୃହ କମିଟି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବ। ଖୁବଶୀଘ୍ର ଏହି କମିଟି ବୈଠକ ଡକାଯିବା ସହ ବିଭିନ୍ନ ଦିଗ ଉପରେ ଆଲୋଚନା ହେବ। ଆଇନ ସଚିବ, ପୂର୍ତ୍ତ ସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା ହେବ। ଏ ନେଇ ବାଚସ୍ପତି ସୂଯର୍ର୍‌ୟ ନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି ।

ପ୍ରକାଶ ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ଏହି ପ୍ରକଳ୍ପରେ ବେଆଇନ କାର୍ଯ୍ୟ ହେଉଥିବା ନେଇ ପ୍ରଥମେ ସାମାଜିକ କର୍ମୀମାନେ ଦାବି କରିଥିବାବେଳେ ଅନେକ ନେତା ମଧ୍ୟ ପ୍ରକଳ୍ପର ବୈଧତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏବେ ପ୍ରକଳ୍ପକୁ ନେଇ ହାଇକୋର୍ଟ ଜବାବ ତଲବ କରିଛନ୍ତି। ପ୍ରକଳ୍ପ ବନ୍ଦ ପାଇଁ ହୋଇଥିବା ମାମଲା ଆଧାରରେ ଜବାବ ତଲବ ହୋଇଛି । ବିଶେଷକରି ୩ଟି ପ୍ରସଙ୍ଗରେ ଜବାବ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଚାଲାଣ ପାଇଁ ହେଉଥିଲା ଠୁଳ: ୨ଟନ୍‌ ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

ଫିରିଙ୍ଗିଆ,୨୬ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପୋଲିସ ପାହିରାଜୁ ପଞ୍ଚାୟତ ଡ୍ରେସରୁ ଗ୍ରାମରେ ଚଢାଉ କରି ୨ଟନ୍‌ରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ...

କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ

କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ଫ୍ଲାଟ୍‌ ଦେବା ନାଁରେ ୧୭ ଲକ୍ଷ ଚଳୁ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ୧୭ ଲକ୍ଷ ୬୦ ହଜାର ଟଙ୍କା ନେଲେ। ହେଲେ ଫ୍ଲାଟ୍‌ ଦେଲେ ନାହିଁ। ଯେତେବେଳେ ଟଙ୍କା ଫେରାଇବାକୁ କହିଲେ, ବିଭିନ୍ନ...

ଭୂତ ଭୟ: ସ୍କୁଲ ହଷ୍ଟେଲ ଛାଡ଼ିଲେ ୪୦ ଛାତ୍ରୀଛାତ୍ର

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଭଅଁରପୁର ପ୍ରାଥମିକ ବିଦ୍ୟାଳୟର ସ୍ବଳ୍ପବ୍ୟୟ ଆବାସିକ ହଷ୍ଟେଲରେ ଅଭାବନୀୟ ଘଟଣା ଘଟିଛି। ଭୂତ ଭୟରେ ହଷ୍ଟେଲରେ ଥିବା ସମସ୍ତ...

ଦଙ୍ଗା, ଦାବାବଟି ଓ ମରଣାନ୍ତକ ଆକ୍ରମଣ ଘଟଣା: ଏନ୍‌ଏସ୍‌ଏରେ ବୁକ୍‌ ହେଲେ ପ୍ରଭାତ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ମାରଣାସ୍ତ୍ର ଦେଖାଇ ୫ ଲକ୍ଷ ଦାଦାବଟି ମାଗି ବିଚାରବିଭାଗୀୟ ହାଜତକୁ ଯାଇଥିବା ପ୍ରଭାତ କୁମାର ସେଠୀଙ୍କୁ କମିଶନରେଟ ପୋଲିସ...

ସରକାରୀ ହୋର୍ଡିଂରୁ ଉଠିବ ନେତା, ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ...

୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର...

Advertisement
Archives

Model This Week