ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା ହୋଇପଡିଛନ୍ତି। ପରିବାରର ଦୁଇ ସଦସ୍ୟ ବାଜନାଥ ଶବର ଓ ପଦ୍ମାଦେଈ ଶବର ମୂଲଲାଗି ଯାହା ରୋଜଗାର କରନ୍ତି ସେଥିରେ କଷ୍ଟେମଷ୍ଟେ ଚଳିଯାଆନ୍ତି।

ଲଗାଣ ବର୍ଷାରେ ଘର ଭାଙ୍ଗିଯିବା ପରେ ମୁଣ୍ଡ ଗୁଞ୍ଜିବାକୁ ଜାଗା ନାହିଁ। ଆବାସ ଯୋଜନାରେ ଘର ଖଣ୍ଡିଏ ଯୋଗାଇଦେବାକୁ ଦୁଇ ସଦସ୍ୟ ପ୍ରଶାସନ ନିକଟରେ ଆକୁଳ ନିବେଦନ କରିଛନ୍ତି। ଏ ସମ୍ପର୍କରେ ଖଡ଼ିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦଙ୍କୁ ପଚାରିବାରୁ, ପରିବାରକୁ ଅନ୍ତ୍ୟୋଦୟ ଯୋଜନାରେ ଅନ୍ତର୍ଭୁକ୍ତ କରିବା ସହ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

୧୨ ଅଗଷ୍ଟରେ ଆକାଶରେ ବଡ଼ ମହାଜାଗତିକ ଘଟଣା: ଏହି ରାଶି ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ! ରୁହନ୍ତୁ ସତର୍କ

୧୨ ଅଗଷ୍ଟ ୨୦୨୬ ରାତିରେ ଆକାଶରେ ଏକ ବଡ଼ ଖଗୋଳୀୟ ଘଟଣା ଘଟିବାକୁ ଯାଉଛି। ଚନ୍ଦ୍ର କିଛି ସମୟ ପାଇଁ ସୂର୍ଯ୍ୟଙ୍କୁ ସମ୍ପୂର୍ଣ୍ଣ ଢାଙ୍କିଦେବ। ବିଶ୍ୱର ଅନେକ…

ଓଲଟିଲା କୋଇଲା ବୋଝେଇ ଟ୍ରକ: ଓଡ଼ିଶା-ଆନ୍ଧ୍ର ଯାତାୟତ ଠପ୍‌

ରାୟଗଡ଼ା,୧୦।୮(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲା ପାର୍ବତୀପୁର ନିକଟରେ ସୋମବାର ଏକ କୋଇଲା ବୋଝେଇ ଏକ ଟ୍ରକ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ଓଡ଼ିଶା-ଆନ୍ଧ୍ରକୁ ସଂଯୋଗ…

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri