ମେଳା ଦେଖିବାକୁ ଯାଇଥିଲେ ପରିବାର ଲୋକେ: ଏପଟେ ଜଳିଗଲା ଘର

ମୋରଡ଼ା,୨୯।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିକିଟାମାଟିଆ ପଞ୍ଚାୟତ ବାଘାଝରଣ ଗ୍ରାମର ଡାହିସାହିରେ ଏକ ଅଘଟଣ ଘଟିଛି। ନିଆଁ ଲାଗି ଘରଟି ସମ୍ପୂର୍ଣ୍ଣ ଜଳି ଯାଇଛି l

ମିଳିଥିବା ସୂଚନା ମୁତାବକ, ଗତକାଲି ଉକ୍ତ ସାହିର ସ୍ବର୍ଗତ ଖେଚେଡା ହେମ୍ବ୍ରମଙ୍କ ପୁଅ ସିଲୁ ହେମ୍ବ୍ରମ ପରିବାର ସହ ସ୍ଥାନୀୟ ପୁନିଆତାଣ୍ଡି ଗ୍ରାମରେ ଚାଲିଥିବା ମେଳା ଦେଖିବାକୁ ଯାଇଥିଲେ l ଘରେ କେହି ନ ଥିବା ବେଳେ ବିଳମ୍ବିତ ରାତିରେ କୌଣସି କାରଣ ବଶତଃ ଘରେ ନିଆଁ ଲାଗିଥିଲା l ଏହା ଦେଖି ସାହିର ବସନ୍ତ କୁମାର ହାଁସଦା ଚିତ୍ରଡ଼ା ଦମକଳ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଘର ସମ୍ପୂର୍ଣ୍ଣ ଜଳିଯାଇଥିଲା। ଫଳରେ ଘରେ ଥିବା ଧାନ, ଚାଉଳ, ଟଙ୍କା, ସୁନା ଗହଣା ସହ ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri