ହିଜାବ ନ ପିନ୍ଧିବାରୁ ଆଥ୍‌ଲେଟ୍‌ଙ୍କ ଘର ଭାଙ୍ଗିଦେଲେ ସରକାର

ତେହରାନ,୪ା୧୨: ଇରାନୀୟ ରକ୍‌ କ୍ଲାଇମର ଏଲ୍‌ନାଜ୍‌ ରେକାବିଙ୍କ ପୈତୃକ ଘରକୁ ସରକାର ଭାଙ୍ଗିଦେଇଛନ୍ତି। ତାଙ୍କ ଦୋଷ ହେଲା ଗତ ଅକ୍ଟୋବରରେ ଦକ୍ଷିଣ କୋରିଆରେ ଆୟୋଜିତ ଏକ ଇଭେଣ୍ଟରେ ସେ ବିନା ହିଜାବରେ ଭାଗନେଇଥିଲେ। ଉଚ୍ଛେଦକାରୀମାନେ ବୁଲ୍ଡୋଜର ଲଗାଇ ୩୯ ବର୍ଗ ମିଟର ଘରକୁ ଧ୍ୱସ୍ତବିଧ୍ୱସ୍ତ କରିବା ସହ ସେ ହାସଲ କରିଥିବା ଅନେକ ପଦକ ମଧ୍ୟ ମାଟିରେ ମିଶିଯାଇଛି। ପୋଲିସର ଏହି କାର୍ଯ୍ୟାନୁଷ୍ଠାନ ପରେ ଏଲ୍‌ନାଜ୍‌ ଇରାନର ବିକ୍ଷୋଭକାରୀମାନଙ୍କ ପାଇଁ ପ୍ରତୀକ ପାଲଟିଯାଇଛନ୍ତି। ତେବେ ଏଲ୍‌ନାଜ୍‌ ତେହରାନକୁ ଫେରିଲେ ତାଙ୍କ ସୁରକ୍ଷା ବିପନ୍ନ ହୋଇପାରେ ବୋଲି ମାନବାଧିକାର ସଙ୍ଗଠନଗୁଡ଼ିକ ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri