ମଜୁରି କରିବାକୁ ଯାଇଥିଲେ: ଆସି ଦେଖିଲା ବେଳକୁ ମୁଣ୍ଡ ଗୁଞ୍ଜିବାକୁ ନ ଥିଲା ଚାଳ

ଜୁନାଗଡ଼,୧୫ା୨(ଅଂଶୁମାନ ଯୋଶୀ)- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ମହୁଲପଡ଼ାରେ ନିଆଁ ଲାଗି ୩ପରିବାରଙ୍କ ଘର ଜଳିଯାଇଛି। କ୍ଷତିଗ୍ରସ୍ତ ପରିବାର ହେଲେ ଭୋକରଧନ ନାଏକ, ବାଳକୃଷ୍ଣ ଦୁର୍ଗା ଓ ସୁନା ମାଝୀ। ଗରିବ ଶ୍ରେଣୀର ହୋଇଥିବାରୁ ପରିବାର ଲୋକେ ମଜୁରି କରିବାକୁ ବାହାରକୁ ଯାଇଥିଲେ। ଅପରାହ୍ନରେ ସେମାନେ ଫେରିବା ପରେ ଘରଗୁଡିକ ଜଳିଯାଇଥିବା ଦେଖିବାକୁ ପାଇଥିଲେ।

ଅଗ୍ନିକାଣ୍ଡରେ ଘରେ ଥିବା ସମସ୍ତ ଖାଦ୍ୟସାମଗ୍ରୀ ଓ ଆସବାପତ୍ର ପୋଡି ପାଉଁଶ ହୋଇଯାଇଛି। ଏହାକୁ ନେଇ ସେମାନେ ଚିନ୍ତିତ ହୋଇପଡିଛନ୍ତି। ତେବେ କେଉଁ କାରଣରୁ ଘରେ ନିଆଁ ଲାଗିଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ବି ସ୍ପଷ୍ଟ ଜଣାପଡିନାହିଁ। ଜିଲା ପ୍ରଶାସନ ଏହି ୩ କ୍ଷତିଗ୍ରସ୍ତ ପରିବାରକୁ ସହାୟତା ପ୍ରଦାନ ପାଇଁ ପଡ଼ାବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri