ବାଇଡେନ୍‌ଙ୍କ ବିରୋଧରେ ମହାଭିଯୋଗ, ତଦନ୍ତକୁ ହାଉସ୍‌ ଅଫ୍‌ ରିପବ୍ଲିକାନ୍‌ର ମଞ୍ଜୁରୀ

ଓ୍ବାଶିଂଟନ,୧୪ା୧୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବିରୋଧରେ ଦୀର୍ଘଦିନରୁ ରହିଥିବା ଅସଦାଚରଣ ଅଭିଯୋଗର ଏପର୍ଯ୍ୟନ୍ତ ପ୍ରମାଣ ଦାଖଲ ହୋଇ ନାହିଁ। ରିପ୍ଲିକାନ୍‌ ସଦସ୍ୟମାନେ ଏହାକୁ ନେଇ ଚିନ୍ତା ପ୍ରକଟ କରିବା ସହ ମହାଭିଯୋଗର ତଦନ୍ତ ପାଇଁ କରିଥିବା ଦାବିକୁ ବୁଧବାର ହାଉସ୍‌ ଅଫ୍‌ ରିପବ୍ଲିକାନ୍‌ ଅନୁମୋଦନ କରିଛି। ସମୁଦାୟ ହାଉସ୍‌ ରିପବ୍ଲିକାନ୍‌ ସମ୍ମିଳନୀରେ ୨୨୧-୨୧୨ ଭୋଟରେ ମହାଭିଯୋଗ ପ୍ରସ୍ତାବକୁ ସମର୍ଥନ ମିଳିଛି।

ସମ୍ବିଧାନ ଅନୁଯାୟୀ ଏହା ଗୁରୁତର ଅପରାଧ ହୋଇଥିବାରୁ ସିନେଟ ବିଚାରରେ ବାଇଡେନ୍‌ ଦୋଷୀସାବ୍ୟସ୍ତ ହେଲେ ତାଙ୍କୁ ରାଷ୍ଟ୍ରପତି ପଦ ହରାଇବାକୁ ପଡ଼ିପାରେ। ଅନ୍ୟପକ୍ଷରେ ସେ ଓ ତାଙ୍କ ପରିବାର ବିରୋଧରେ ତଦନ୍ତ ନିମନ୍ତେ ଅନୁମୋଦନ କରିବାରେ ହାଉସ୍‌ ଅଫ୍‌ ରିପବ୍ଲିକାନ୍‌ର ପ୍ରାଥମିକତାକୁ ନେଇ ବାଇଡେନ୍‌ ପ୍ରଶ୍ନ ଉଠାଇଛନ୍ତି। ସେମାନେ ଆମେରିକୀୟମାନଙ୍କ ଉନ୍ନତିରେ ସହାୟକ ହେଲା ଭଳି କିଛି କରିବା ପରିବର୍ତ୍ତେ ମିଥ୍ୟା ଅଭିଯୋଗ ଆଣି ମୋତେ ସମାଲୋଚିତ କରିବାକୁ ଫୋକସ୍‌ କରୁଥିବା ରାଷ୍ଟ୍ରପତି କହିଛନ୍ତି।

ବାଇଡେନ୍‌ ପୁନର୍ବାର ରାଷ୍ଟ୍ରପତି ନିର୍ବାଚିତ ହେବା ଲାଗି ଲକ୍ଷ୍ୟ ରଖିଥିବାବେଳେ ମହାଭିଯୋଗର ତଦନ୍ତ ବହୁମାସ ଧରି ଚାଲିବା ଦ୍ୱାରା ସେ ଅସୁବିଧାରେ ପଡ଼ିବେ। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨ ଥର ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୨ ଥର ମହାଭିଯୋଗ ତଦନ୍ତର ସମ୍ମୁଖୀନ ହୋଇଥିଲେ। ତେଣୁ ସେ ବାଇଡେନ୍‌ଙ୍କୁ ଅଡୁଆରେ ପକାଇବା ଲାଗି ତାଙ୍କ ରିପବ୍ଲିକାନ ସହଯୋଗୀମାନଙ୍କୁ ଲଗାଇଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri