ଆଜିଠୁ ହାଉସ୍‌ଫୁଲ୍‌ ସିନେମା ହଲ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ): ଆଜିଠାରୁ ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ ଚାଲିବ। ଏ ନେଇ ସିନେମା ହଲ ମାଲିକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର ସେପ୍ଟେମ୍ବର ଲାଗି ସରକାର ଗାଇଡଲାଇନ୍‌ ଜାରି କରିଥିବାବେଳେ ବୁଧବାରଠାରୁ କଟକଣା ଲାଗୁ ହୋଇଛି । ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ ଚାଲିବାକୁ ସରକାର ଅନୁମତି ଦେଇଥିଲେ।
ସିନେମା ହଲ ଓ ମଲ୍‌ ପାଇଁ ଥିବା କଟକଣା ଆହୁରି କୋହଳ କରାଯାଇଛି । ଶିଟିଂ କାପାସିଟି ଅନୁସାରେ ଦର୍ଶକ ସିନେମା ହଲକୁ ଯାଇପାରିବେ। ସେହିପରି ମଲ ଯିବା ଲାଗି ଭ୍ୟାକସିନ ସାର୍ଟିଫିକେଟ ଓ କୋଭିଡ ନେଗେଟିଭ ରିପୋର୍ଟ ଆବଶ୍ୟକ ହେବ ନାହିଁ। ହେଲେ ମାସ୍କ ପିନ୍ଧିବାକୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ୍‌ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା।...

ପ୍ରଦୂଷଣ ଲୁଚାଇବାକୁ ଫନ୍ଦି

ଯାଜପୁର ଅଫିସ,୨୦।୧୦: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ଓଡ଼ିଶାରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି।...

ଝାରସୁଗୁଡାରେ ୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ବର୍ଷର ଶିଶୁ ସଂସ୍ପର୍ଶରେ ଆସି ବର୍ଷକର ଶିଶୁ କନ୍ୟା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୨୩।୫: ଝାରସୁଗୁଡା ଜିଲାରେ ଶନିବାର ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବର୍ଷକର ଶିୁଶୁ...

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର...

ନନ୍ଦନକାନନ ଆସିଲା ଆନାକୋଣ୍ଡା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଗୋଟିଏ ପଟେ ବନ୍ୟଜନ୍ତୁଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାରେ ରହୁଥିବା ନନ୍ଦନକାନନକୁ ମଙ୍ଗଳବାର ପୁଣି ନୂତନ ଅତିଥି ଆସିଛନ୍ତି। ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କରୁ ନନ୍ଦନକାନନ ଆସିଛି...

ସେସୁକୁ ଅଧିଗ୍ରହଣ କରିବ ଟାଟା ପାୱାର

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ ବିତରଣ କରୁଥିବା ସେସୁର ୫୧ ପ୍ରତିଶତ ଅଂଶଧନ ଟାଟା ପାୱାର ଅଧିଗ୍ରହଣ କରିବ ବୋଲି ଜଣାପଡିଛି। ଆସନ୍ତା ବର୍ଷ ପ୍ରଥମ ସପ୍ତାହ...

ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ...

ମହାପ୍ରୟାଣରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରଶ୍ରୀଦାଦା

ଭୁବନେଶ୍ବର,୧୬।୧୨(ବ୍ୟୁରୋ): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଗୁରୁବାର ସକାଳ ୯.୪୦ ମିନିଟରେ ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିଶନ ହସ୍ପିଟାଲରେ ୮୯ ବର୍ଷ ବୟସରେ...

Advertisement
Archives

Model This Week