ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇଛି। ବାରଙ୍ଗ ପରିବା ବ୍ୟବସାୟୀ ବିଶେଷ କରି କଟକ ଛତ୍ରବଜାରରୁ ପରିବା ସଂଗ୍ରହ କରୁଥିବାବେଳେ ବାରଙ୍ଗ ଆଖପାଖ ଅଞ୍ଚଳରେ ହେଉଥିବା ପରିବା ଏଠାକୁ ବିକ୍ରି ହେବାକୁ ଆସିଥାଏ। ଫଳରେ ଆଖପାଖ ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏହି ପରିବା ମାର୍କେଟ ଉପରେ ନିର୍ଭର କରିଥାନ୍ତି। ଏହି ସୁଯୋଗରେ ବ୍ୟବସାୟୀମାନେ ବାତ୍ୟା ନଁାରେ ପରିବା ମୂଲ୍ୟ ଆଶାଠାରୁ ଅଧିକ ବଢାଇ ଦେଇଥିବା ଜଣାପଡ଼ିଛି। ମଙ୍ଗଳବାର ବାରଙ୍ଗରେ ଆଳୁ କିଗ୍ରା ପିଛା ମୂଲ୍ୟ ୬୦ ଟଙ୍କା, ପିଆଜ ୭୦ ଟଙ୍କା ହୋଇଥିବାବେଳେ ଅନ୍ୟ ପରିବା ମୂଲ୍ୟ ସର୍ବନିମ୍ନ ୬୦/୭୦ ଟଙ୍କାରୁ କମ୍‌ ନ ଥିବା ଦେଖିବାକୁ ମିଳିଛି। ବାତ୍ୟା ପାଇଁ ପରିବା ମାର୍କେଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଲୋକମାନେ ବାଧ୍ୟ ହୋଇ ପରିବା ମୂଲ୍ୟ ଯାହାବି ହେଉ କିଣି ନେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri