ରୋଷେଇ ଘରର ସିଙ୍କ ଜାମ୍‌ ହୋଇଥିଲେ ଏକ ବଡ଼ ଚାମଚ ବେକିଂ ସୋଢା, ଏକ ଚାମଚ ଭିନେଗାର, ଏକ ଚାମଚ ବ୍ଲିଚିଂ ମିଶାଇ ପକାଇ ଦିଅନ୍ତୁ। କିଛି ସମୟ ମଧ୍ୟରେ ପାଇପ୍‌ରେ ଥିବା ମଇଳା ଚାଲିଯିବ।
ବହୁଦିନ ଧରି ଘର ବନ୍ଦ ରହିବା ଫଳରେ ଯଦି ଘର ଦୁର୍ଗନ୍ଧ ହେଉଥାଏ ତେବେ ତୁରନ୍ତ ଘରର କବାଟ ଝରକା ସବୁ ଖୋଲି ଦିଅନ୍ତୁ। ପ୍ରତିଦିନ ସକାଳ ଓ ସା ସମୟରେ କବାଟ ଝରକା ଖୋଲା ରଖନ୍ତୁ, ଘର ଭିତରକୁ ମୁକ୍ତ ବାୟୁ ପ୍ରବେଶ କରିବ।
ଫ୍ରିଜରେ କୌଣସି ପରିବା ଓ ଫଳ ପଚି ଗନ୍ଧ ହେଉଥିଲେ ତୁରନ୍ତ ବାହାର କରି ଫିଙ୍ଗି ଦିଅନ୍ତୁ। ଫ୍ରିଜ୍‌ ଗନ୍ଧ ହେଉଥିବା ସମୟରେ ସେଥିରେ କୌଣସି ରନ୍ଧା ଖାଦ୍ୟ ରଖନ୍ତୁ ନାହିଁ। ଫ୍ରିଜ୍‌ ସଫା କରିବା ପରେ ବି ସେଥିରୁ ଯଦି ଗନ୍ଧ ହେଉଥାଏ ତେବେ ସେଥିରେ ଏକ ଲେମ୍ବୁକୁ କାଟି ରଖି ଦିଅନ୍ତୁ।
ଘରର ଦୁର୍ଗନ୍ଧ ଦୂର କରିବା ପାଇଁ ଘରେ ଡାଳଚିନି, ଲବଙ୍ଗକୁ ପାଣିରେ ଫୁଟାଇ କିଛି ସମୟ ପରେ ସେହି ପାଣିକୁ ରୁମ୍‌ ଫ୍ରେଶନର୍‌ ଭଳି ବ୍ୟବହାର କରିପାରିବେ।
ଡ୍ରେସ ସଫା କରିବା ସମୟରେ ପାଣିରେ କିଛି ବେକିଂ ସୋଢା ପକାଇ ଦିଅନ୍ତୁ। କପଡାର ଗନ୍ଧ ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭: ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri