ଘରକରଣା

ତରକାରି ଅଧିକ ରାଗ ହୋଇଥିଲେ ସେଥିରେ ତୁରନ୍ତ କିଛି ଘିଅ କିମ୍ବା ବଟର ମିଶାଇ ଦିଅନ୍ତୁ।
ତରକାରିରେ କ୍ରିମ୍‌ କିମ୍ବା ଦହି ମିଶାଇ ଦେଲେ ତା’ର ରାଗ କମି ଯାଇଥାଏ।
ତରକାରିରେ ରାଗ କମ୍‌ କରିବା ପାଇଁ ଟମାଟୋ ପ୍ୟୁରି ମଧ୍ୟ ପକାଇ ପାରିବେ। କିନ୍ତୁ ଟମାଟୋ ପ୍ୟୁରିକୁ ପ୍ରଥମେ ଅନ୍ୟ ଏକ କଡେଇରେ ଅଳ୍ପ ତେଲ ପକାଇ ଗରମ କରି ଦିଅନ୍ତୁ।
ତରକାରିର ସ୍ବାଦ ଅଧିକ କରିବା ପାଇଁ ସିଝା ଆଳୁକୁ ଚକଟି ସେଥିରେ ମିଶାଇ ଦିଅନ୍ତୁ। ତରକାରି ଅଧିକ ରାଗ ହୋଇଥିଲେ କମ୍‌ ହୋଇଯିବ।
ଶୁଖିଲା ତରକାରିରେ ଅଳ୍ପ ବେସନ ଭାଜି ମିଶାଇ ଦେଲେ ତାହା ସ୍ବାଦିଷ୍ଟ ହେବା ସହିତ ରାଗ କମି ଯାଇଥାଏ।
ପନୀର କିମ୍ବା କୋଫତା ଆଦି କରୁଥିଲେ ସେଥିରେ ଅଳ୍ପ କିଛି ଚିନି ପକାଇ ଦିଅନ୍ତୁ ତାହା ଅଧିକ ସ୍ବାଦିଷ୍ଟ ହେବା ସହିତ ରାଗ କମ୍‌ ହୋଇ ଯିବ।
ଯଦି ଆଳୁ ସହିତ କିଛି ମସଲା ତରକାରି ହୋଇଥାଏ ଏବଂ ଘୋଳ ଗାଢା ହୋଇଥାଏ ତେବେ ଅଳ୍ପ ପାଣି ଗରମ କରି ଦେଇ ଦିଅନ୍ତୁ।
ଯଦି ଆଳୁ ଥିବା ତରକାରିରେ ଘୋଳ ପତଳା ହୋଇଥାଏ ତେବେ ସେଥିରେ ଦୁଇ ଚାରୋଟି ଅଟା ଗୁଳା ପକାଇ ଦିଅନ୍ତୁ। ତରକାରି ଅଧିକ ରାଗ ହୋଇଥିଲେ ଏହା କମାଇ ଦେଇଥାଏ।
ଆବଶ୍ୟକ ଅନୁସାରେ ତରକାରିରେ ଲେମ୍ବୁ ରସ ପକାଇଲେ ବି ତାହା କିଛି ପରିମାଣରେ ରାଗ କମାଇ ଦେଇଥାଏ।
ରୋଷେଇ କରିବା ସମୟରେ ସବୁବେଳେ କମ୍‌ ଲୁଣ ଓ କମ୍‌ ରାଗ ପକାଇବାକୁ ଚେଷ୍ଟା କରନ୍ତୁ। ଆବଶ୍ୟକ ହେଲେ ପରେ ଲୁଣ ଓ ରାଗ ମିଶାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri