ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ: ମ୍ୟୁନିସିପାଲିଟ, ଏନ୍‌ଏସିକୁ ନେଇ କହିଲେ…

ଭୁବନେଶ୍ୱର,୬।୮: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଙ୍ଗଳବାର ବଡ଼ ବୟାନ ଦେଇଛନ୍ତି। ବିଧାନସଭା ଶେଷ ହେବା ପରେ ନୂଆ ମ୍ୟୁନିସିପାଲିଟି ଓ ଏନ୍‌ଏସି ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ବିଜେଡି ସରକାର କେବଳ ନିର୍ବାଚନକୁ ଦେଖି ଏନ୍‌ଏସି ଘୋଷଣା କରିଥିଲେ। ଏଥିରେ ପରିବର୍ତ୍ତନ ହେବ। ନୂଆ ଏନ୍‌ଏସସିର କେବଳ ଘୋଷଣାରେ ସୀମିତ ଥିଲା। ବର୍ତ୍ତମାନ ପର୍ୟ୍ୟନ୍ତ କୌଣସି କାଗଜ ପତ୍ରନାହିଁ। ଜିଲାପାଳଙ୍କୁ ଗୋଟେ ଗୋଟେ ଚିଠି ହୋଇଥିବା ମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ତା’ ଉପରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏବେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଏହା ଉପରେ ପଦକ୍ଷେପ ନିଆଯିବ। ଏହା ସେତେବେଳର ସରକାର ନିର୍ବାଚନ ଏଜେଣ୍ଡା ଥିବ। ସେମାନେ ନିର୍ବାଚନକୁ ଦେଖି ଘୋଷଣା କରି ଥାଇ ପାରନ୍ତି। ବର୍ତ୍ତମାନର ସରକାର ଚାହୁଁଛନ୍ତି ଯେଉଁ ଗୁଡିକ ଏନ୍‌ଏସି, ମ୍ୟୁନିସିପାଲଟି ହେବା ଯୋଗ୍ୟ ତାକୁ ସରକାର ନୂଆ କରିବ। ଏହାକୁ ବିଧିବଦ୍ଧ ଭାବେ ତଦନ୍ତ କରି ଅଫିସରଙ୍କୁ ପଠାଇବା ପାଇଁ ଆଲୋଚନା କରାଯିବ। ଆବଶ୍ୟକତା ସ୍ଥଳେ ନୂଆ ଏନଏସ୍‌ସି ହେବ ବୋଲି ମନ୍ତ୍ରୀ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri