କିପରି ରୋକାଯାଇ ପାରିବ ଦୁର୍ଘଟଣା: ସବୁଠୁ ଅଧିକ ଶିକାର ହେଉଛନ୍ତି…

ପୁରୁଷୋତ୍ତମପୁର,୨୧।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ପୁରୁଷୋତ୍ତମପୁର ତାରାତାରିଣୀ କଲେଜପରିଷରରେ ଶଡ଼କସୁରକ୍ଷା ସଚ୍ଚେତନତା କାର୍ଯ୍ୟକ୍ରମ ଏମ୍‌ଭିଆଇ ରବିନ୍ଦ୍ରନାଥ ଯେନାଙ୍କ ସଂଯୋଜନାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କଲେଜ ଅଧକ୍ଷ ଡ. ସୁରେନ୍ଦ୍ରନାଥ ପଣ୍ଡା ପୌରହିତ୍ୟ କରିଥିବାବେଳେ ସମ୍ମାନିତଅତିଥି ଭାବେ ଅଧ୍ୟାପକ ଡ.ରମେଶଚନ୍ଦ୍ର ସେନାପତି,ନାଇଡୁ ମୋହନ, ଅଧ୍ୟାପିକା ଡ. ସନ୍ଧ୍ୟାରାଣୀ ପାତ୍ର, ମିନାକ୍ଷୀ ଦାଶ, କନକେଶ୍ବରୀ ବସ୍‌ ମାଲିକସଂଘ ଲିଗାଲ ଆଡଭାଇଜର ସିମାଞ୍ଚଳ ମିଶ୍ର, ସଭାପତି ସନ୍ତୋଷକୁମାର ପତି, ସମ୍ପାଦକ ଶରତଚନ୍ଦ୍ର ସାହୁ, କୋଷାଧ୍ୟକ୍ଷ ସୁଦର୍ଶନ ପ୍ରଧାନ ଯୋଗଦେଇଥିଲେ। ଏହି ଅବସରରରେ ଏମ୍‌ଭିଆଇ ରବିନ୍ଦ୍ରନାଥ ଯେନା ଶଡକ ଦୁର୍ଘଟଣା କାରଣରୁ ଅକାଳରେ ଧନଜୀବନ ହାନିଘଟୁଛି। ବିଶେସକରି ଏଥିରେ ଯୁବବର୍ଗ ବହୁଳମାତ୍ରାରେ ଶିକାର ହେବାରେ ଲାଗିଛନ୍ତି । ଏଣୁ କିପରି ଏହି ଦୁର୍ଘଟଣାକୁ ରୋକାଯାଇ ଧନଜୀବନକୁ ସୁରକ୍ଷିତ କରାଯାଇପାରିବ ସେଥିନେଇ ସଚ୍ଚେତନତାମାନ କରିବାସହ ମୋଟରଯାନ ଆଇନମାନ ସମ୍ପର୍କରେ ବୁଝାଇ ଛାତ୍ରୀଛାତ୍ରମାନଙ୍କୁ ସଚ୍ଚେତନତା କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରମାନେ ଶୋଭାଯାତ୍ରାରେ ସହରପରିକ୍ରମାକରି ପଥପ୍ରାନ୍ତ ନାଟକ ମଧ୍ୟରେ ଜନସଚ୍ଚେତନତା କରିଥିଲେ। ଏହାକୁ ପୁରୁଷୋତ୍ତମପୁର ବସ୍‌ମାଲିକ ସଂଘ ଓ ଅଟୋଚାଳକ ସଂଘର ସଭ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri