Posted inଜାତୀୟ

ତ୍ରିପୁରାରେ କାହିଁକି ବ୍ୟାପୁଛି ଏଡ୍‌ସ? ୮୨୮ ଛାତ୍ର ପଜିଟିଭ୍‌, ୪୭ ମୃତ

ଅଗରତାଲା,୧୦।୭: ତ୍ରିପୁରାରେ ଛାତ୍ରମାନଙ୍କ ମଧ୍ୟରେ ଏଡ୍‌ସ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ବର୍ଷ ମଧ୍ୟରେ ୮୨୮ଜଣ ଛାତ୍ର ଏଚ୍‌ଆଇଭି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ଜଣଙ୍କ ମୃତ୍ୟୁ ଘଟିଛି। ତେବେ ମାତ୍ର ୩୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ରାଜ୍ୟରେ ଏଭଳି ଭାବେ ଏଡ୍‌ସ ରୋଗୀ ବୃଦ୍ଧି ମାମଲା ଚିନ୍ତାର ବିଷୟ ପାଲଟିଛି।

ରାଜ୍ୟର ଏଡ୍‌ସ ନିୟନ୍ତ୍ରଣ ସୋସାଇଟି ରିପୋର୍ଟ ଅନୁଯାୟୀ,ତ୍ରିପୁରାରେ ୮୨୮ ଛାତ୍ର ଏଚ୍‌ଆଇଭି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହି ତାଲିକା ଏପ୍ରିଲ ୨୦୦୭ରୁ ମେ’ ୨୦୨୪ ପର୍ଯ୍ୟନ୍ତର ରହିଛି। ଗତ କିଛି ବର୍ଷ ଧରି ଆକ୍ରାନ୍ତଙ୍କ ମାଗଣା ଚିକିତ୍ସା କରାଯାଉଥିଲେ ହେଁ କିଛି ଜୀବନ ହରାଇଛନ୍ତି।

ତେବେ ରାଜ୍ୟର ୨୨୦ ସ୍କୁଲ, ୨୪ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଏହି ଛାତ୍ରମାନେ ଅଧ୍ୟୟନ କରୁଥିବା ଜଣାପଡ଼ିଛି। ତେବେ ନିଶା ସେବନ ଲାଗି ସେମାନେ ଏଭଳି ମାରାତ୍ମକ ରୋଗରେ ଆକ୍ରାନ୍ତ ହୋଇଛନ୍ତି। କାରଣ ସେମାନେ ଇଞ୍ଜେକ୍ସନ ଜରିଆରେ ଡ୍ରଗ୍ସ ନେଉଥିଲେ, ଯାହାଦ୍ୱାରା ଏଡ୍‌ସ ବ୍ୟାପିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri