କେଉଁ ଅଙ୍ଗର କଳାଜାଇ କେତେ ଶୁଭ

କଳାଜାଇକୁ ବ୍ୟୁଟି ସ୍ପଟ୍‌ ବୋଲି ବି କୁହାଯାଏ। ଏହା ମଧ୍ୟ ଅନେକ ସମୟରେ ଆମକୁ ଶୁଭ, ଅଶୁଭର ସୂଚନା ଦେଇଥାଏ। ତେବେ ଶରୀରର କେଉଁ ଅଙ୍ଗରେ କଳାଜାଇ ଥିଲେ କି ସୂଚନା ମିଳେ ଜାଣନ୍ତୁ ସେ ସମ୍ପର୍କରେ…
*ନାକରେ କଳାଜାଇ ଥିବା ବ୍ୟକ୍ତି ଖୁବ୍‌ ଭାଗ୍ୟଶାଳୀ ହୋଇଥାନ୍ତି। ସେମାନେ ଜୀବନରେ ଖୁବ୍‌ ଉନ୍ନତି କରନ୍ତି। କଷ୍ଟ କରି ସଫଳତା ପାଇବାରେ ତାଙ୍କର ବିଶ୍ୱାସ ରହିଥାଏ। ସେଥିପାଇଁ ସମସ୍ତେ ତାଙ୍କୁ ଖୁବ୍‌ ଭଲ ପାଇଥାନ୍ତି।
*ଯେଉଁ ବ୍ୟକ୍ତିଙ୍କ ତାଳୁ ଉପରେ କଳାଜାଇ ଥାଏ ସେ ପୁରୁଷ ହୁଅନ୍ତୁ ଅବା ମହିଳା, ସେମାନେ ଧନବାନ୍‌, ପ୍ରତିଷ୍ଠିତ ହେବା ସହ ଜୀବନରେ ଖୁବ୍‌ ଲୋକପ୍ରିୟତା ହାସଲ କରିଥାନ୍ତି।
*ହେଲେ ତାଳୁକୁ ଛାଡ଼ି ମୁଣ୍ଡର ଅନ୍ୟ କେଉଁ ସ୍ଥାନ ଯେପରିକି ପଛପଟ ଅଥବା ମଥାର ଡାହାଣ ପଟେ କଳାଜାଇ ରହିବା ସେତେଟା ଶୁଭଫଳ ଦେଇ ନଥାଏ। ଏହି ସ୍ଥାନରେ କଳାଜାଇ ଥିବା ବ୍ୟକ୍ତିଙ୍କ ଜୀବନ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥାଏ ବୋଲି କୁହାଯାଏ।
*କାନ ଉପରେ କଳାଜାଇ ରହିବା ବୁଦ୍ଧିମାନ ତଥା ଚତୁରତାର ସଙ୍କେତ ଦେଇଥାଏ। ଯେଉଁ ମାନଙ୍କର ଏହି ସ୍ଥାନରେ କଳାଜାଇ ଥାଏ, ସେମାନେ ନିଜ ବୁଦ୍ଧି ବଳରେ ବହୁତ ଟଙ୍କା ଅର୍ଜନ କରିଥାନ୍ତି। କିନ୍ତୁ ସ୍ବଭାବରେ ଏମାନେ ଖୁବ୍‌ ଖର୍ଚ୍ଚୀ ବି ହୋଇଥାନ୍ତି।
*ବାମପଟ ଗାଲରେ କଳାଜାଇ ରହିବା ସେମିତି କିଛି ଶୁଭ ଫଳ ଦେଇ ନଥାଏ। ହେଲେ ଡାହାଣ ପଟ ଗାଲରେ କିମ୍ବା ମୁହଁର ମଝି ଭାଗରେ କଳାଜାଇ ରହିବା ଭାଗ୍ୟଶାଳୀର ପ୍ରତୀକ ହୋଇଥାଏ।
*ସେହିପରି କୁହାଯାଏ, ଯାହାଙ୍କର ଡାହାଣ ପଟ ପତା ଉପରେ କଳାଜାଇ ଥାଏ, ସେ ଧାର୍ମିକ ସ୍ବଭାବର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri