Posted inଫୁରସତ

ସମୁଦ୍ର ଜୁଆର ଦେଖି ପକ୍ଷୀ ହେଉଛନ୍ତି ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମନୋରୋମ ଦୃଶ୍ୟ ଦେଖିବାକୁ ମିଳୁଛି। ଭିଡିଓରେ ସମୁଦ୍ରର ଜୁଆର ମାଡ଼ି ଆସୁଥିବା ବେଳେ ପକ୍ଷୀମାନେ ଆଗକୁ ଆସୁଛନ୍ତି।ଜୁଆର ଫେରିଯିବା ପରେ ପକ୍ଷୀମାନେ ସମୁଦ୍ର ଭିତରକୁ ଯାଉଛନ୍ତି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ରେ ଏମିତି ବଦଳିଲା ଶ୍ରମିକଙ୍କ ଭାଗ୍ୟ

ଲକ୍‌ଡାଉନ୍‌ ପାଇଁ ରୋଜଗାର ଠାରୁ ଅର୍ଥ ବ୍ୟବସ୍ଥା ସବୁକିଛି ଏବେ ସଙ୍କଟରେ। ମାତ୍ର ଏହି ସମୟରେ ମଧ୍ୟପ୍ରଦେଶର ପନ୍ନାରେ ଜଣେ ଶ୍ରମିକଙ୍କ ଭାଗ୍ୟ ଖୋଲିଯାଇଛି। ଆନନ୍ଦୀ...

ଲକ୍‌ଡାଉନ୍‌ ସମୟରେ ଘରେ ମଦ ପହଞ୍ଚାଉଛି କୁକୁର, ଭିଡିଓ ଭାଇରାଲ

ଓ୍ବାଶିଂଟନ୍‌: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହାକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ମଧ୍ୟ ବାଦ୍‌...

ଗୋଟିଏ ଟିକେଟର ଦାମ୍‌ ୧୮ଲକ୍ଷ…

ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପ ଜାରି ରହିଛି। ଏହି ସମୟରେ ଲୋକମାନେ ଯାତ୍ରା କରିବା ତ ଦୂରର କଥା ବାହାରେ ବୁଲିବା ବି...

ହାତଧରି ମାଙ୍କଡ଼ ଦେଉଛି ଏପରି ବାର୍ତ୍ତା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି...

ଭାଲୁ ଜୁଟାଇଲା ଏମିତି ସାହସ, ଶିକାର କରି ନ ପାରି ଫେରିଗଲା ବାଘ

ରାଜସ୍ଥାନର ରଣଥାମ୍ବୋର ନ୍ୟାଶନାଲ ପାର୍କରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପାର୍କର ୪ ନଂ ଜୋନ୍‌ରେ ଏକ ଭାଲୁକୁ ଶିକାର କରିବା ପାଇଁ ବାଘଟିଏ...

୩ ସାଙ୍ଗ ଚାକିରି ଛାଡି କଲେ ଏମିତି କାମ, ସମସ୍ତଙ୍କ ପାଇଁ ସାଜିଲେ ଉଦାହରଣ

କରୋନା ସମୟରେ ଯୁବକମାନେ ସେମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଅଛନ୍ତି। କିଏ ଚାକିରି ପାଇବାକୁ ନେଇ ତ ଆଉ କିଏ ଚାକିରି ଚାଲିଯିବା ଭୟରେ ଅଛନ୍ତି।...

ଯୁଦ୍ଧବନ୍ଦୀଙ୍କୁ ଅମାନବୀୟ ପ୍ରୟୋଗ

ବିଂଶଶତାବ୍ଦୀରେ ଭୟଙ୍କର ପରମାଣୁ ବୋମାର ବାରୁଦଗଦାରେ ବସିଛି ସାରା ବିଶ୍ୱ। କୌଣସି କାରଣରୁ ଯୁ୍‌ଦ୍ଧ ହେଲେ ନିମିଷକ ମଧ୍ୟରେ ସବୁକିଛି ଶେଷ ହୋଇଯିବ। ମନୁଷ୍ୟକୃତ ଅସ୍ତ୍ରର...

Advertisement


Archives

Model This Week