Posted inଖେଳ

ଅନସୋଲ୍ଡ ହୋଇକି ମଧ୍ୟ ଆଇପିଏଲରେ ଖେଳିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨।୧୨: ନଭେମ୍ବର ୨୪ ଏବଂ ୨୫ରେ ଆଇପିଏଲ ୨୦୨୫ର ମେଗା ନିଲାମ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୧୮୨ ଖେଳାଳି କିଣିବା ପାଇଁ ୬୩୯.୧୯ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା। ଏଥିରେ ୬୨ ଜଣ ବିଦେଶୀ ଖେଳାଳିଙ୍କୁ କ୍ରୟ କରାଯାଇଥିବା ବେଳେ ୮ ଖେଳାଳିଙ୍କ ଉପରେ ରାଇଟ ଟୁ ମ୍ୟାଚ କାର୍ଡ ବ୍ୟବହାର କରାଯାଇଥିଲା। ଆଇପିଏଲ ମେଗା ନିଲାମରେ ରିଷଭ ପନ୍ତ, ଶ୍ରେୟସ ଆୟର ଏବଂ ଭେଙ୍କଟେଶ ଆୟରଙ୍କ ପରି ଖେଳାଳିଙ୍କୁ ମୋଟା ଅଙ୍କର ଟଙ୍କା ମିଳିଛି।

ଅନ୍ୟପକ୍ଷରେ ୩୯୫ ଖେଳାଳି ବିକ୍ରି ଅନସୋଲ୍ଡ ରହିଥିଲେ। ଏଥିମଧ୍ୟରେ ବଡ଼ ଖେଳାଳିଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ, ଯେଉଁଥିରେ ପୃଥ୍ବୀ ଶ, ଡେଭିଡ ୱାର୍ନର ଏବଂ ଶାର୍ଦ୍ଦୁଲ ଠାକୁରଙ୍କ ପରି ପ୍ରସିଦ୍ଧ ଖେଳାଳି ଅନ୍ତର୍ଭୁକ୍ତ। କିନ୍ତୁ ଏହି ଖେଳାଳିମାନେ ଅନସୋଲ୍ଡ ହୋଇକି ମଧ୍ୟ ଆଇପିଏଲ ୨୦୨୫ରେ ଖେଳିପାରିବେ କି? ଯଦି ହଁ ତେବେ କିପରି? ଆସନ୍ତୁ ଜାଣିବା…

ଆଘାତ ରିପ୍ଲେସ୍‌ମେଣ୍ଟର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ ହେଉଛି ରିପ୍ଲେସମେଣ୍ଟ ପ୍ଲେୟାରର ମୂଳ ମୂଲ୍ୟ ଆହତ ଖେଳାଳିଙ୍କ ମୂଳ ମୂଲ୍ୟଠାରୁ କମ ହେବା ଉଚିତ୍‌।ଉଦାହରଣ ସ୍ବରୂୂପ, ପୃଥ୍ବୀ ଶ’ଙ୍କର ମୂଳ ମୂଲ୍ୟ ହେଉଛି ୭୫ ଲକ୍ଷ ଟଙ୍କା। ଏଭଳି ପରିସ୍ଥିତିରେ ଆହତ ଖେଳାଳିଙ୍କ ମୂଲ୍ୟ ୭୫ ଲକ୍ଷରୁ ଅଧିକ ହେଲେ ହିଁ ତାଙ୍କୁ ଚୟନ କରାଯାଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri