ଚାଇନାର ଋଣ ଜାଲରେ ଫଶି ଚାଲିଛି ଶ୍ରୀଲଙ୍କା

କୋଲମ୍ବୋ,୬।୧୦: ଶ୍ରୀଲଙ୍କା ଦୀର୍ଘ ଦିନ ଧରି ଯୁଝୁଥିବା ଋଣ ସଙ୍କଟ ହ୍ରାସ ହେବାର କୌଣସି ସଙ୍କେତ ମିଳୁନାହିଁ। ଚାଇନା ଠାରୁ ବଡ ଆକାରର ଋଣ ନେଇଥିବା ଶ୍ରୀଲଙ୍କା ଋଣ ଦାଉରୁ ମୁକୁଳିବା ପାଇଁ ଉଦ୍ୟମ ଜାରି ରଖିଛି। କିନ୍ତୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)ରୁ ୩ ବିଲିୟନ ଡଲାରର ବେଲଆଉଟ ପ୍ୟାକେଜ ଅଧୀନରେ ବହୁ ଆବଶ୍ୟକୀୟ ନଗଦ ପାଇବାର ଆଶା କମ ଅଛି।

ଆଇଏମଏଫର ଅଧିକାରୀମାନେ ବେଲଆଉଟର ପ୍ରଥମ ସମୀକ୍ଷାରେ ଖରାପ ଗ୍ରେଡ ଦେବା ଶ୍ରୀଲଙ୍କାକୁ ୩୩୦ନିୟୁତ ଡଲାରର ଦ୍ୱିତୀୟ କିସ୍ତି ଦେବାକୁ ମନା କରିଦେଇଛନ୍ତି। କାରଣ ଶ୍ରୀଲଙ୍କା ବୈଦେଶିକ ଋଣ ସର୍ତ୍ତାବଳୀରେ ଉନ୍ନତି ଆଣିବାରେ ବିଫଳ ହୋଇଛି। ଏହି ଋଣର ଅଧିକାଂଶ ଅଂଶ ଚାଇନାର।

ଚାଇନାର ଦୁଇଟି ବୃହତ୍ତ ଋଣଦାତା ବ୍ୟାଙ୍କ, ଏକ୍ସିମ ବ୍ୟାଙ୍କ ଓ ଚାଇନା ଡେଭଲପମେଣ୍ଟ ବ୍ୟାଙ୍କ ମିଳିତ ଭାବେ ଶ୍ରୀଲଙ୍କାକୁ ୭.୩ ବିଲିୟନ ଡଲାରରୁ ଅଧିକ ଋଣ ଦେଇଛନ୍ତି। ଶ୍ରୀଲଙ୍କା ଗତ କିଛି ବର୍ଷ ଧରି ଏକ ଗୁରୁତର ଅର୍ଥନୈତିକ ସଙ୍କଟରେ ଜତି କରି ଆସୁଛି। ଯାହାକୁ ନେଇ ୨୦୨୨ମସିହାରେ ଦେଶରେ ଜନ ଅସନ୍ତୋଷ ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri