ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ ଇରାନର ଇସ୍‌ଫାହାନ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ଶୁଭିଥିଲା। ଏହି ସହରରେ ଇରାନର ଏକ ବଡ଼ ପରମାଣୁ କାରଖାନା ଅଛି ଏବଂ ଏହି ଆକ୍ରମଣରେ ଇସ୍ରାଏଲ ଏହି ପ୍ଲାଣ୍ଟକୁ ଟାର୍ଗେଟ କରିଥିବା ଜଣାଯାଇଛି। ଏହି ଆକ୍ରମଣ ସମ୍ପର୍କରେ ଇରାନ କିମ୍ବା ଇସ୍ରାଏଲ ପକ୍ଷରୁ କୌଣସି ସରକାରୀ ବିବୃତ୍ତି ହୋଇନାହିଁ, କିନ୍ତୁ ଆମେରିକା ଏହି ଆକ୍ରମଣକୁ ନିଶ୍ଚିତ କରିଛି। ତେବେ ଇରାନର ଏକ ନ୍ୟୁଜ୍‌ ସଂସ୍ଥା ଏହି ଆକ୍ରମଣକୁ ଭୁଲ୍‌ ବୋଲି କହିଛି ଏବଂ ଇସଫାହାନର ଆଣବିକ କାରଖାନା ସମ୍ପୂର୍ଣ୍ଣ ସୁରକ୍ଷିତ ବୋଲି କହିଛି।

ଇରାନର ଜଣେ ସରକାରୀ ଅଧିକାରୀ ଏବଂ ପରେ ଇରାନର ରାଜ୍ୟ ଟେଲିଭିଜନ ପ୍ରସାରଣକାରୀ କହିଛନ୍ତି ଯେ, ଆଣବିକ ସ୍ଥାନଗୁଡିକ ଡ୍ରୋନ୍‌ ଦ୍ୱାରା ଟାର୍ଗେଟ ହୋଇଥାଇପାରେ। ଅନ୍ୟପକ୍ଷରେ ଆଉ ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲକୁ ଏହି ଆକ୍ରମଣରେ ଅଭିହିତ କରିଥିବା ୩ ଇରାନ ଅଧିକାରୀ ଶୁକ୍ରବାର କେନ୍ଦ୍ରୀୟ ଇରାନର ଇସ୍‌ଫାହାନ ସହର ନିକଟରେ ଏକ ସାମରିକ ବିମାନବନ୍ଦର ଉପରେ ଆକ୍ରମଣ କରିଥିବା ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?