କଇଁଛ ପ୍ରତୀମା କେତେ ଦରକାରୀ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ସତ କଇଁଛ ବା କଇଁଛର ପ୍ରତୀମା ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ମହାପ୍ରଭୂ ବିଷ୍ଣୁଙ୍କର ଦଶାବତାର ମଧ୍ୟରୁ କଚ୍ଛପ ବା କଇଁଛ ଅବତାର ହେଉଛି ଗୋଟିଏ। ତେଣୁ ଯେଉଁ ଘରେ କଇଁଛ ଅବା କଇଁଛର ପ୍ରତୀମା ଥାଏ ସେହି ଘର ଉପରେ ଭଗବାନ ବିଷ୍ଣୁ ଓ ମାତା ଲକ୍ଷ୍ମୀଙ୍କର କୃପା ଦୃଷ୍ଟି ରହିଥାଏ। ସତ କଇଁଛ ରଖିବା ଯେହେତୁ ସମସ୍ତଙ୍କ ପକ୍ଷେ ସମ୍ଭବ ନୁହେଁ, ତେଣୁ କଇଁଛ ପ୍ରତୀମା ଘରେ ରଖିଲେ କି କି ଶୁଭଫଳ ମିଳିଥାଏ, ଆସନ୍ତୁ ଜାଣିବା ସେ ସମ୍ପର୍କରେ…
*ଯେ କୌଣସି ଧାତୁର କଇଁଛ ପ୍ରତୀମା ହେଉନା କାହିଁକି ତାହାକୁ ଘରର ଉତ୍ତର ଦିଗ, ପୂର୍ବ ଦିଗ ଅଥବା ଉତ୍ତର ପୂର୍ବ କୋଣରେ ରଖିବା ଦରକାର। ସେହିପରି ତାକୁ ଏମିତି ରଖନ୍ତୁ, ଯେମିତି ତା’ର ମୁଖ ଉତ୍ତରପୂର୍ବ କୋଣ ଆଡକୁ ରହୁଥିବ। କିନ୍ତୁ କେବେ ବି କଇଁଛର ମୁଖ ସଦର ଦରଜା ଆଡ଼କୁ ରଖିବେ ନାହିଁ।
*କଇଁଛ ପ୍ରତୀମାକୁ ସର୍ବଦା ଗୋଟିଏ ପାତ୍ରରେ କିଛି ଗଙ୍ଗାଜଳ ନେଇ ତା’ ଭିତରେ ଅଧା ପର୍ଯ୍ୟନ୍ତ ବୁଡେଇକି ରଖିନ୍ତୁ। ଆଉ ପ୍ରତିଦିନ ସେହି ପାଣିକୁ ବଦଳାନ୍ତୁ। ହେଲେ ଶୟନ କକ୍ଷରେ ରଖୁଥିବା କଇଁଛର ପ୍ରତୀମାକୁ କେବେ ବି ପାଣିରେ ବୁଡେଇକି ରଖିବେ ନାହିଁ। ବରଂ ତାହାକୁ ଶୁଖିଲା ରଖିବେ ଏବଂ ପ୍ରତିଦିନ ଶୁଖିଲା କପଡ଼ାରେ ପୋଛି ଦେଉଥିବେ। ଏପରି କଲେ ଘରେ ଧନବୃଦ୍ଧି ହେବା ସହ ଶାନ୍ତି ବଜାୟ ରହିଥାଏ।
*କୁହାଯାଏ, ଘରେ କଇଁଛ ପ୍ରତୀମା ରଖିଲେ ଘରର ସଦସ୍ୟଙ୍କର ଆୟୂଷ ବୃଦ୍ଧି ହେବା ସଙ୍ଗେସଙ୍ଗେ ଐଶ୍ୱର୍ଯ୍ୟ ପ୍ରାପ୍ତ ହୋଇଥାଏ। ଅନ୍ୟପକ୍ଷେ ଯଦି କୌଣସି ମହିଳାଙ୍କର ପିଲାପିଲି ହେଉ ନ ଥାଏ, ତା’ହେଲେ ଘରେ କଇଁଛ ପିଠି ଉପରେ ଛୁଆ କଇଁଛ ବସିଥିବା ପ୍ରତୀମା ରଖନ୍ତୁ; ଯଦ୍ଦ୍ବାରା ଖୁବ୍‌ ଶୀଘ୍ର ତାଙ୍କୁ ଶୁଭଖବର ମିଳିଯିବ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri