ସଲମାନଙ୍କ ସହିତ ଏବେ କେମିତି ଅଛି କ୍ୟାଟ୍ରିନାଙ୍କ ସମ୍ପର୍କ, ଏନେଇ ମୁହଁ ଖୋଲିଲେ ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଏବଂ ଦବଙ୍ଗ ଖାନ୍‌ ସଲମାନଙ୍କ ଯୋଡ଼ିକୁ ପ୍ରଶଂସକ ଖୁବ୍‌ ପସନ୍ଦ କରନ୍ତି। ଆଜିକାଲି ଏହି ଯୋଡ଼ି ‘ଟାଇଗର-୩’କୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମରେ ପର୍‌ଫର୍‌ମାନ୍ସକୁ ନେଇ କ୍ୟାଟ୍ରିନାଙ୍କୁ ପ୍ରଶଂସା ମିଳୁଛି।

news18

କ୍ୟାଟ୍‌ ନିଜର ଫିଲ୍ମ ସହିତ ଷ୍ଟାଇଲ୍‌, ଜବରଦସ୍ତ ଡ୍ୟାନ୍ସ, ବ୍ୟକ୍ତିଗତ ଜୀବନଠାରୁ ନେଇ ସବୁକିଛି ଚର୍ଚ୍ଚାରେ ରହିଥାନ୍ତି। ଏହି ଅଭିନେତ୍ରୀ ୨୦୨୧ରେ ବିକି କୌଶଲଙ୍କୁ ବିବାହ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। କ୍ୟାଟ୍ରିନା ଏବଂ ବିକି ସେମାନଙ୍କ ସମ୍ପର୍କକୁ ନେଇ କାହାକୁ ଜଣାଇ ନ ଥିଲେ। କ୍ୟାଟ୍ରିନା ଏବେ ତାଙ୍କର ଫିଲ୍ମ ‘ଟାଇଗର-୩’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ସେ ଜୟା ଭୂମିକାରେ ଅଭିନୟ କରିଛନ୍ତି ଏବଂ ତାଙ୍କ ବିପକ୍ଷରେ ନାୟକ ରହିଛନ୍ତି ସଲମାନ। ଏହି ଦୁହିଁଙ୍କ ଯୋଡ଼ିକୁ ପ୍ରଶଂସକ ଖୁବ୍‌ ପସନ୍ଦ କରିଛନ୍ତି।

news18

ଏହା ମଧ୍ୟରେ ସଲମାନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଛନ୍ତି କ୍ୟାଟ୍ରିନା। ସେ କହିଛନ୍ତି, ସଲମାନଙ୍କ ସହ ପ୍ରଫେସନାଲ ସମ୍ପର୍କ ବହୁତ ଭଲ। ସେ ଆହୁରି ମଧ୍ୟ କହିଛନ୍ତି, ସଲମାନଙ୍କ ସହ ଯେକୌଣସି ସିନ୍‌ କରିବାକୁ ସେ ବେଶ୍‌ କମ୍ଫର୍ଟଟେବୁଲ୍‌ ମନେ କରନ୍ତି। କ୍ୟାଟ୍ରିନା କହିଛନ୍ତି, ଆମ ଦୁହିଁଙ୍କ ମଧ୍ୟରେ ପରସ୍ପର ପ୍ରତି ବହୁତ ଭଲପାଇବା ଏବଂ ସମ୍ମାନ ରହିଛି। ତାଙ୍କ ସହିତ ପ୍ରତିଦିନ ଏକ ନୂଆ ଅନୁଭବ ଦେଇଥାଏ। ଯାହା କଳ୍ପନା ବାହାରେ।

କହିରଖୁଛୁ, ସଲମାନ ଏବଂ କ୍ୟାଟ୍ରିନା ‘ଏକ ଥା ଟାଇଗର’, ‘ଟାଇଗର ଜିନ୍ଦା ହ’ୈ, ‘ମେନେ ପ୍ୟାର୍‌ କୁଁ୍ୟ କିୟା’, ‘ଯୁବରାଜ’ ଏବଂ ‘ଟାଇଗର-୩’ ପରି ଫିଲ୍ମରେ ଏକାଠି କାମ କରିଛନ୍ତି। ଦର୍ଶକମାନେ ମଧ୍ୟ ଉଭୟଙ୍କ କେମିଷ୍ଟ୍ରିକୁ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri