Posted inଖେଳ

ବିରାଟ କୋହଲିଙ୍କ ସହ କେମିତି ଅଛି ସମ୍ପର୍କ: ସଫାସଫା ଏମିତି କହିଲେ ଗମ୍ଭୀର

ନୂଆଦିଲ୍ଲୀ,୨୨।୭: ଆଇପିଏଲ ୨୦୨୩ ସମୟରେ ବିରାଟ କୋହଲି ଏବଂ ଗୌତମ ଗମ୍ଭୀରଙ୍କ ମଧ୍ୟରେ ବିବାଦ ଥିବା ସମସ୍ତେ ଜାଣନ୍ତି। ଆଇପିଏଲ୍‌ରେ ଗମ୍ଭୀର ଲକ୍ଷ୍ନୌ ସୁପର ଜିଆଣ୍ଟସର ପରାମର୍ଶଦାତା ଥିଲେ ଏବଂ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିଲେ। ଆରସିବି ବନାମ ଏଲଏସଜି ମ୍ୟାଚ ପରେ ଦୁହେଁ ପଡ଼ିଆରେ ଝଗଡା କରିଥିଲେ। ଗମ୍ଭୀର ୨୦୨୪ରେ ଦଳ ବଦଳାଇ କେକେଆରର ମେଣ୍ଟର ହୋଇଥିଲେ। ଏହା ପରେ କେକେଆର୍‌ ବନାମ ଆରସିବି ମ୍ୟାଚ ସମୟରେ ଗମ୍ଭୀର କୋହଲିଙ୍କ ସହ ଆଲିଙ୍ଗନ କରି ହସୁଥିବାର ନଜର ଆସିଥିଲେ। ତା’ପରେ ଲାଗିଲା ସବୁ ଠିକ ଅଛି। ଏବେ ଗମ୍ଭୀର ନିଜେ ବିରାଟଙ୍କ ସହ ସମ୍ପର୍କ ପ୍ରକାଶ କରିଛନ୍ତି।
ଟିମ ଇଣ୍ଡିଆର ମୁଖ୍ୟ କୋଚ ହେବା ପରେ ଗମ୍ଭୀର ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ଗମ୍ଭୀର କହିଛନ୍ତି- ଟିଆରପି ପାଇଁ ବିରାଟ କୋହଲିଙ୍କ ସହ ମୋର କୌଣସି ସମ୍ପର୍କ ନାହିଁ। ଆମେ ୧୪୦ କୋଟି ଭାରତୀୟଙ୍କୁ ପ୍ରତିନିଧିତ୍ୱ କରୁଛୁ। ପଡ଼ିଆରେ ତାଙ୍କ ସହ ମୋର ବହୁତ ଭଲ ସମ୍ପର୍କ ଅଛି। କିନ୍ତୁ ଏହା ଜନସାଧାରଣଙ୍କୁ ଦେଖାଇବା ପାଇଁ ନୁହେଁ। କୋହଲି ଜଣେ ବିଶ୍ୱ ସ୍ତରୀୟ ଆଥଲେଟ ଏବଂ ଆଶାକରେ ସେ ଏପରି ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri