Posted inଖେଳ

ଦିନକୁ କେତେ ଘଣ୍ଟା ମୋବାଇଲ୍‌ ଦେଖନ୍ତି ବିରାଟ…ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବିରାଟ କୋହଲି କେବଳ ଭାରତ ପାଇଁ ନୁହେଁ ବରଂ ବିଶ୍ୱ ପାଇଁ ପ୍ରେରଣା ପାଲଟିଛନ୍ତି। କ୍ରିକେଟ ବ୍ୟତୀତ ବ୍ୟକ୍ତିଗତ ଜୀବନରେ ମଧ୍ୟ କୋହଲି ବେଶ୍‌ ଶୃଙ୍ଖଳିତ। ତାଙ୍କଠାରୁ ସମସ୍ତେ ପ୍ରେରଣା ନେଇପାରିବେ।
କୋହଲି ତାଙ୍କର କାର୍ଯ୍ୟ ନୀତି ପାଇଁ ମଧ୍ୟ ଜଣାଶୁଣା। ସେ ସବୁବେଳେ ସମୟାନୁବର୍ତ୍ତୀ ହୋଇଆସିଛନ୍ତି। ଆଜିର ଯୁଗରେ ମୋବାଇଲର ବ୍ୟବହାର ବହୁତ ବଢ଼ିଯାଇଛି। କୋହଲି କିନ୍ତୁ ଏସବୁରୁ ଦୂରତା ବଜାୟ ରଖନ୍ତି।
ଗୌରବ ଚୌଧୁରୀ ୟୁଟ୍ୟୁବ ଚ୍ୟାନେଲରେ କଥାବାର୍ତ୍ତା ସମୟରେ କୋହଲିଙ୍କୁ ପଚରାଯାଇଥିଲା, ହାରାହାରି ଦିନକୁ କେତେ ସମୟ ପାଇଁ ଆପଣ ଫୋନ ବ୍ୟବହାର କରନ୍ତି? ଏହାର ଉତ୍ତରରେ କୋହଲି କହିଥିଲେ, ଅତିବେଶୀରେ ଗୋଟିଏ କିମ୍ବା ଦେଢ଼ ଘଣ୍ଟା। ତାହା ମଧ୍ୟ ସମୟ ସମୟରେ ଦେଖେ।
ତା’ପରେ କୋହଲିଙ୍କୁ ପଚରାଗଲା ଯେ, ସେ କେଉଁ ଆପ ସବୁଠାରୁ ଅଧିକ ବ୍ୟବହାର କରନ୍ତି? ଏହାର ଉତ୍ତରରେ କିଙ୍ଗ କୋହଲି କହିଥିଲେ, ମୁଁ ଗୀତ ଶୁଣୁଥିବାରୁ ସବୁଠାରୁ ଅଧିକ ୟୁଟ୍ୟୁବ୍‌ ବ୍ୟବହାର କରେ।
ଆଜିକାଲି ବିରାଟ କୋହଲି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ସମ୍ପ୍ରତି ସେ ଅଷ୍ଟ୍ରେଲିଆ ଗସ୍ତରେ ବର୍ଡର-ଗାଭାସ୍କର ଟ୍ରଫି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri