Posted inଖେଳ

ପୂର୍ବରୁ ଅହମ୍ମଦାବାଦ ଷ୍ଟାଡିୟମରେ କେତେଟା ମ୍ୟାଚ ଜିତିଛି ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୧୪।୧୦ : ୨୦୨୩  କ୍ରିକେଟ ବିଶ୍ୱକପ ଆରମ୍ଭ ହୋଇଛି। ତେବେ କ୍ରିକେଟ ପ୍ରେମୀ ଆଜିର ଭାରତ-ପାକିସ୍ତାନକୁ ମ୍ୟାଚକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ବିଶେଷକରି ସମସ୍ତଙ୍କର ବିଶ୍ୱକପ ସମୟରେ ଉତ୍ସାହ ଦ୍ୱିଗୁଣିତ ହୁଏ। ଏହି ରୋମାଞ୍ଚକର ମ୍ୟାଚକୁ ଦେଖିବାକୁ  ସମସ୍ତେ  ଚାହିଁ ରହିଛନ୍ତି। ଗୁଜୁରାଟର ଅହମ୍ମଦାବାଦ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଭାରତ-ପାକିସ୍ତାନ ମୁହାଁମୁହିଁ ହେବେ । ତେବେ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଭାରତର ପୂର୍ବ ରେକର୍ଡ କିପରି ରହିଛି  ତାହା ଜାଣନ୍ତୁ।
ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ  ବର୍ତ୍ତମାନ ଯାଏ ଭାରତୀୟ ଟିମ ୧୮ଟି ମ୍ୟାଚ ଖେଳିଛି । ଯେଉଁଥିରେ ୧୦ଟି ମ୍ୟାଚରେ ବିଜୟୀ ହୋଇଥିବା ବେଳେ ୮ଟି ମ୍ୟାଚରେ ପରାସ୍ତ ହୋଇଛି । ଅନ୍ୟପଟେ ପାକିସ୍ତାନ ମଧ୍ୟ ଏହି ଷ୍ଟାଡିୟମରେ ଗୋଟିଏ ମାତ୍ର ଦିନିକିଆ ମ୍ୟାଚ ଖେଳିଛି ଯେଉଁଥିରେ ପାକିସ୍ତାନୀ ଟିମ ବିଜୟ ହାସଲ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଅଳିଆଗଦା ଭୁଶୁଡ଼ି ଚାଲିଗଲା ୪ ଜୀବନ: ୩୪ ଫସିଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି…

ମାନିଲା,୧୦ା୧: କେନ୍ଦ୍ରୀୟ ଫିଲିପାଇନ୍ସରେ ଏକ ଅଳିଆଗଦା ଭୁଶୁଡ଼ି ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳିଆ ତଳେ ୩୪ ଜଣ ଫସିରହିଥିବା ଆଶଙ୍କା କରାଯାଉଛି।...

ସୁନାଦେଈ କପ୍‌ କ୍ରିକେଟ: ଉଦ୍ୟାନବନ୍ଧ ଚାମ୍ପିୟନ

ନୂଆପଡ଼ା,୭ା୧(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା କଣାଭଏଁରା ଖେଳ ପଡ଼ିଆରେ ୮ତମ ଜୟ ମା’ ସୁନାଦେଈ କପ୍‌ କ୍ରିକେଟ ଶନିବାର ଉଦ୍‌ଯାପିତ...

EPFO Profile ଅପ୍‌ଡେଟ୍‌: ନାମ-ଜନ୍ମତାରିଖରୁ ନେଇ ବୈବାହିକ ସ୍ଥିତି ଯାଏ ପରିବର୍ତ୍ତନ କରିବାର ସହଜ ଉପାୟ

ନୂଆଦିଲ୍ଲୀ,୧୦।୧: ସାରା ଦେଶରେ କୋଟି କୋଟି ପ୍ରାଇଭେଟ ସେକ୍ଟର କର୍ମଚାରୀ ଏମ୍ପ୍ଲଏ ପ୍ରୋଭିଡେଣ୍ଟ ଫଣ୍ଡ (EPF) ସହ ଜଡ଼ିତ ଅଛନ୍ତି। ସମ୍ପ୍ରତି ଇପିଏଫଓ (EPFO) ସବସ୍କ୍ରାଇବରମାନଙ୍କୁ...

ଅଯୋଧ୍ୟା ରାମ ମନ୍ଦିରରେ ପଶି ନମାଜ ପାଠ ପାଇଁ କରୁଥିଲେ ଉଦ୍ୟମ: ଆଉ ତା’ ପରେ…

ଅଯୋଧ୍ୟା,୧୦ା୧: ଅଯୋଧ୍ୟା ରାମମନ୍ଦିର ପରିସରରେ ପ୍ରବେଶ କରି ନମାଜ ପାଠ ଉଦ୍ୟମ କରୁଥିବା କଶ୍ମୀରର ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ଜଣକ କଶ୍ମୀର...

ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା।...

୧୨ ବର୍ଷ ବ୍ୟବଧାନ ପରେ ଭାରତକୁ ଫେରିଛି ଫିଫା ବିଶ୍ୱକପ୍‌ ଟ୍ରଫି

ନୂଆଦିଲ୍ଲୀ,୧୦।୧: ଜୁନ ୧୧ ତାରିଖରୁ ଫିଫା ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ବିଶ୍ୱ ଟୁରର ଅଂଶବିଶେଷ ଭାବେ ଟ୍ରଫି ଶନିବାର ଭାରତରେ ପହଞ୍ଚିଛି। ୩...

ଚାଉଳ ଚୋରି କରି ବନ୍ଧା ହେଲେ ୩ ଅଭିଯୁକ୍ତ ଗିରଫ

ଖଡ଼ିଆଳ,୧୦ା୧ (ସୁଜିତ କୁମାର ପ୍ରଧାନ)- ଏକ ଚୋରି ଘଟଣାରେ ଖଡିଆଳ ପୋଲିସ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରି ସେମାନଙ୍କଠାରୁ ଚୋରି ଚାଉଳ ଜବତ କରିଛି।...

ଜାତୀୟ ତାଏକୋଣ୍ଡୋ ପ୍ରତିଯୋଗିତା: ଚମକିଲେ କଳାହାଣ୍ଡିର ପ୍ରତିଯୋଗୀ

ଭବାନୀପାଟଣା,୧୦।୧(ଉତ୍ତମ କୁମାର ଦାଶ): ଗୁଜୁରାଟର ଅହମଦାବାଦ କୋବାସ୍ଥିତ ପ୍ରେକ୍ଷାଧ୍ୟାନ ଏକାଡେମୀରେ ଡିସେମ୍ବର ଶେଷରେ ୪୦ତମ ଜାତୀୟ ଆଇଟିଏଫ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୁଜରାଟ ତାଏକୋଣ୍ଡୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri