Posted inଜାତୀୟ

୩୭୦ ଅନୁଚ୍ଛେଦ ହଟିବା ପରେ ୨ ବର୍ଷରେ କେତେ ଜଣ ଜମ୍ମୁ-କଶ୍ମୀରରେ କିଣିଛନ୍ତି ଜମି, ସରକାର ଦେଲେ ଉତ୍ତର…

ନୂଆଦିଲ୍ଲୀ,୧୦।୮: ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦କୁ ହଟାଯିବା ଇତିମଧ୍ୟରେ ଦୁଇ ବର୍ଷରୁ ଅଧିକ ସମୟ ହୋଇଗଲାଣି। ନିୟମ ପରିବର୍ତ୍ତନ ପରେ ବର୍ତ୍ତମାନ ରାଜ୍ୟ ବାହାରର ଯେ କୌଣସି ବ୍ୟକ୍ତି ଜମ୍ମୁ-କଶ୍ମୀରରେ ଜମି କିଣି ପାରିବେ। ମଙ୍ଗଳବାର ଦିନ ସରକାରଙ୍କୁ ସଂସଦରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ରାଜ୍ୟରେ କେତେ ଜଣ ବାହାର ଲୋକ ଜମି କିଣିଛନ୍ତି ତାହାର ସୂଚନା ପ୍ରଦାନ କରାଯାଇଛି। ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ଗୃହମନ୍ତ୍ରୀ ନିତ୍ୟାନନ୍ଦ ରାୟ ଉତ୍ତର ଦେଇଛନ୍ତି ଯେ ଅଗଷ୍ଟ ୨୦୧୯ଠାରୁ ଜମ୍ମୁ-କଶ୍ମୀରରେ କେବଳ ଦୁଇଜଣ ବାହାର ଲୋକ ଜମି କିଣିଛନ୍ତି। ବର୍ତ୍ତମାନ ଲୋକମାନେ କିମ୍ବା ସରକାର ଜମ୍ମୁ-କଶ୍ମୀରରେ ଜମି କିଣିବାରେ କୌଣସି ପ୍ରକାର କଠିନ ସମସ୍ୟାର ସମ୍ମୁଖୀନ ହେଉନାହାଁନ୍ତି ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ,ଯେତେବେଳେ ଜାମ୍ମୁ କାଶ୍ମୀରରେ ଧାରା ୩୭୦, ୩୫-ଏ ଲାଗୁ ହୋଇଥିବା ସମୟରେ, ରାଜ୍ୟ ବାସିନ୍ଦା ବ୍ୟତୀତ ଅନ୍ୟ କୌଣସି ଲୋକ ଏଠାରେ ଜମି କିଣିବା ଲାଗି ଅନୁମତି ପ୍ରଦାନ କରାଯାଉ ଥିଲେ। ୨୦୧୯ ଅଗଷ୍ଟ ୫ରେ, ରାଜ୍ୟରୁ ଧାରା ୩୭୦କୁ ହଟାଇ ଦିଆଯିବା ପରେ ପୁରୁଣା ଆଇନ ଲୋପ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri