ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ କେବେ ଭାରତୀୟ ଟ୍ରେନର ଏସି କୋଚ୍‌ରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ ଯେ ଯାତ୍ରୀମାନଙ୍କୁ ବିନା ମୂଲ୍ୟରେ ତକିଆ, ଚାଦର ଏବଂ କମ୍ବଳର ସୁବିଧା ଦିଆଯାଇଥାଏ। ଆପଣ କେବେ ଚିନ୍ତା କରିଛନ୍ତି କି ଟ୍ରେନରେ ମିଳୁଥିବା ଏହି କମ୍ବଳ, ତକିଆ ଏବଂ ଚାଦର କେତେଥର ଏବଂ କେବେ ଧୂଆଯାଇଥାଏ?

ନିକଟରେ ଭାରତୀୟ ରେଳବାଇ ପକ୍ଷରୁ ଏକ ଆର୍‌ଟିଆଇର ଜବାବରେ ଏହି ପ୍ରଶ୍ନର ଉତ୍ତର ଦେଇଛି।
ରେଳବାଇଦ୍ୱାରା ଯାତ୍ରୀମାନଙ୍କ ସୁବିଧା ଲାଗି ତାଙ୍କୁ ବେଡ୍‌ରୋଲ୍‌ ପ୍ରଦାନ କରାଯାଇଥାଏ। ଏହା ଏସି କୋଚ୍‌ରେ ଦିଆଯାଇଥାଏ। ଏହା ବଦଳରେ ଯାତ୍ରୀମାନଙ୍କଠାରୁ କୌଣସି ଚାର୍ଜ ଆଦାୟ କରାଯାଇ ନ ଥାଏ। କିଛି ଟ୍ରେନ୍‌ରେ ଏସବୁ ସାମଗ୍ରୀ ଲାଗି ଦେୟ ଦେବାକୁ ପଡ଼ିଥାଏ। ଏହି ସୁବିଧା ସ୍ଲିପର କୋଚ୍‌ରେ ଦିଆଯାଇ ନ ଥାଏ। ଆସନ୍ତୁ ଆପଣଙ୍କୁ କହିବୁ ଯେ ରେଳବାଇ ଦ୍ୱାରା ଏହି ଚାଦର, କମ୍ବଳ ଏବଂ ତକିଆ କେବେ ଏବଂ କେତେଥର ଧୂଆ ଯାଇଥାଏ।

ନିକଟରେ ଜଣେ ବ୍ୟକ୍ତି ଆର୍‌ଟିଆଇ ଜାରି କରି ରେଳବିଭାଗକୁ ଏ ସମ୍ପର୍କରେ ପଚାରିଥିଲେ। ଜବାବରେ ବିଭାଗ କହିଥିଲା ଯେ ଯାତ୍ରା ପରେ ଏସବୁ ଧୂଆ ଯାଇଥାଏ। ହେଲେ କେବଳ କମ୍ବଳଗୁଡ଼ିକୁ ମାସରେ ଥରେ ଧୂଆ ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri