ଅଲ୍ଲୁ ଅର୍ଜୁନଙ୍କ ଭ୍ୟାନିଟି ଭ୍ୟାନ୍‌ର ଦାମ୍‌ କେତେ ଜାଣନ୍ତି

ତେଲୁଗୁ ଇଣ୍ଡଷ୍ଟ୍ରିର ମେଗାଷ୍କଟାର୍‌ଙ୍କ ମଧ୍ୟରୁ ଅଲ୍ଲୁ ଅର୍ଜୁନ ଅନ୍ୟତମ। ସେ ସାଉଥ ଇଣ୍ଡଷ୍ଟ୍ରିର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତାଙ୍କ ମଧ୍ୟରେ ଅତାଙ୍କ ନାଁ ରହିଛି। ‘ପୁଷ୍ପା’ ଫିଲ୍ମର ସଫଳତା ପରେ ଅଲ୍ଲୁଙ୍କ ପ୍ରଶଂସକଙ୍କ ସଂଖ୍ୟା ବଢିବାରେ ଲାଗିଛି। ପୁଷ୍ପା ଫିଲ୍ମ ସୁପରହିଟ ହୋଇଛି। ଫିଲ୍ମରେ ଅଲୁ ଅର୍ଜୁନଙ୍କ ଅଭିନୟ ଦେଖି ଲୋକେ ପାଗଳ ହୋଇଯାଉଛନ୍ତି। ଏଭଳି ପରିସ୍ଥିତିରେ ଆଜିକାଲି ଅଲ୍ଲୁଙ୍କ ଅର୍ଜୁନ ମଧ୍ୟ ତାଙ୍କ ଜୀବନଶୈଳୀ ପାଇଁ ଚର୍ଚ୍ଚାରେ ଅଛନ୍ତି।
ଅଲ୍ଲୁଙ୍କ ଭ୍ୟାନିଟି ଭ୍ୟାନ ପଞ୍ଚ ତାରକା ହୋଟେଲ ପରି। ତାଙ୍କ ଭ୍ୟାନିଟି ଭ୍ୟାନ ସବୁଠାରୁ ମହଙ୍ଗା। ଏହା ଦେଖିବାକୁ ସମ୍ପୂର୍ଣ୍ଣ କଳା। ୨୦୧୯ରେ ଅଲ୍ଲୁ ଅର୍ଜୁନ ଏହି ଭ୍ୟାନିଟି ଭ୍ୟାନ କିଣିଥିଲେ, ଯାହାର ନାମ ସେ ଙ୍‌‘ଫାଲକନ’ ରଖିଥିଲେ। ଅଲୁ ଅର୍ଜୁନଙ୍କ ଭ୍ୟାନିଟି ଭ୍ୟାନ ଏକ ପ୍ରାସାଦଠାରୁ କମ ନୁହେଁ ଏବଂ ଏହି ଭ୍ୟାନିଟିର ମୂଲ୍ୟ ପ୍ରାୟ ୭ କୋଟି ଟଙ୍କା। ଅଲ୍ଲୁ ଏହି ବିଳାସପୂର୍ଣ୍ଣ ଭ୍ୟାନିଟି ଭ୍ୟାନକୁ ମଧ୍ୟ ବହୁତ ଭଲ ପାଆନ୍ତି।
କୌଣସି ବଲିଉଡ ଷ୍ଟାରଙ୍କଠାରୁ ଅଲୁ ଅର୍ଜୁନଙ୍କ ଷ୍ଟାରଡମ କମ ନୁହେଁ। ତାଙ୍କର ହମର ଏଚ୍‌୨, ରେଞ୍ଜ ରୋଭର ଭୋଗ, ଜାଗୁଆର ଏକ୍ସଜେଏଲ୍‌, ଭୋଲଭୋ ଏକ୍ସସି୯୦ ଟି୮ ଭଳି କୋଟି କୋଟି ଟଙ୍କା କୋଟି ମୂଲ୍ୟର କାର ଅଛି । କେବଳ କାର୍‌ ନୁହେଁ, ଅଲ୍ଲୁଙ୍କର ଏକ ପ୍ରାଇଭେଟ ଜେଟ ମଧ୍ୟ ଅଛି।
ଅଲ୍ଲୁ ତାଙ୍କର ଦୀର୍ଘ ସମୟର ଗର୍ଲଫ୍ରେଣ୍ଡ ସ୍ନେହା ରେଡ୍ଡୀଙ୍କୁ ୨୦୧୧ରେ ହାଇଦ୍ରାବାଦରେ ବିବାହ କରିଥିଲେ। ତାଙ୍କର ଦୁଇଟି ସନ୍ତାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri