ପ୍ରିୟଙ୍କା-ନିକ୍‌ଙ୍କ ବାର୍ଷିକ ରୋଜଗାର କେତେ ଜାଣନ୍ତି

ବଲିଉଡରେ ଏକ ସଫଳ ଇନିଂସ ଖେଳିବା ପରେ ପ୍ରିୟଙ୍କା ଏବେ ହଲିଉଡରେ ମଧ୍ୟ ନିଜ ଜଲଓ୍ବା ଦେଖିଛନ୍ତି। ଚମତ୍କାର କାର୍ଯ୍ୟ କରୁଛନ୍ତି। ଏଥିରୁ ସ୍ପଷ୍ଟ ଯେ ଏଭଳି ପରିସ୍ଥିତିରେ ଅଭିନେତ୍ରୀଙ୍କ ଆୟରେ ମଧ୍ୟ ବହୁତ ଅଭିବୃଦ୍ଧି ଘଟିଛି। ଏହା ସହିତ ପ୍ରିୟଙ୍କାଙ୍କ ସୱାମୀ ନିକ ଜୋନାସ କେବଳ ଜଣେ ସଫଳ ଗାୟକ, ଗୀତ ଲେଖକ ଏବଂ ଅଭିନେତା ନୁହଁନ୍ତି ବରଂ ଜଣେ ବହୁତ ଧନୀ ବ୍ୟକ୍ତି। ଏହି ଦମ୍ପତିଙ୍କ ବାର୍ଷିକ ଆୟ ବିଷୟରେ ଜାଣିବାକୁ ତାଙ୍କ ପ୍ରଶଂସକ ସର୍ବଦା ଇଚ୍ଛୁକ ଥା’ନ୍ତି।
ସୋସିଆଲ ମିଡିଆରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସଙ୍କ ବାର୍ଷିକ ଆୟ ୭୩୪ କୋଟି ଟଙ୍କା। ପ୍ରିୟଙ୍କା କେବଳ ସୋସିଆଲ ମିଡିଆରୁ ୧.୮୦ କୋଟି ରୋଜଗାର କରନ୍ତି। ଏହା ବ୍ୟତୀତ ଏହାର ଚଳଚ୍ଚିତ୍ର ପାଇଁ ୧୨ କୋଟି, ୱେବ ସିରିଜ ପାଇଁ ୩ କୋଟି ଏବଂ ଷ୍ଟେଜ ପ୍ରଦର୍ଶନ ପାଇଁ ପ୍ରାୟ ୫ କୋଟି ଟଙ୍କା ନିଅନ୍ତି। ଏହା ବ୍ୟତୀତ ପ୍ରିୟଙ୍କା ମଧ୍ୟ ଏକ ପ୍ରଡକ୍ସନ ହାଉସର ମାଲିକାଣୀ। ତାଙ୍କ ବ୍ୟାନରରେ ନିକଟରେ ବଲିଉଡ ଫିଲ୍ମ ସ୍କାଏ ଇଜ୍‌ ପିଙ୍କ୍‌ ନିର୍ମିତ ହୋଇଥିଲା। ସେହିପରି ନିକ ଜୋନାସଙ୍କର ୩୫୦ କୋଟି ମୂଲ୍ୟର ସମ୍ପତ୍ତି ରହିଛି। ନିକ୍‌-ପ୍ରିୟଙ୍କା ଏକ ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri