Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube କେବଳ କଳା ଦେଖାଇବାର ମଞ୍ଚ ନୁହେଁ, ଅର୍ଥନୈତିକ ସ୍ୱାଧୀନତା ଦେବାର ଏକ ବଡ଼ ପ୍ଲାଟଫର୍ମ ମଧ୍ୟ ହୋଇଗଲାଣି। କିନ୍ତୁ YouTube ରେ ଟଙ୍କା କମେଇବା କେବଳ ଭିଡିଓ ପଅପଲୋଡ଼ କରି ଭ୍ୟୁଜ୍ ପାଇବା ନୁହେଁ। ଏଥିପାଇଁ YouTube Partner Program (YPP) ରେ ଯୋଗ ଦେବାକୁ ପଡ଼େ। ତା’ପରେ ହିଁ ଭିଡିଓ ଉପରେ ବିଜ୍ଞାପନ ଜରିଆରେ ରୋଜଗାର କରାଯାଇପାରେ।

ଏହା ସହିତ YouTube ନିଜ କ୍ରିଏଟରମାନଙ୍କୁ ସବସ୍କ୍ରାଇବର ମାଇଲଷ୍ଟୋନ ପୂରା ହେଲେ Creator Awards ମଧ୍ୟ ଦେଇଥାଏ।

• ୧ ଲକ୍ଷ ସବସ୍କ୍ରାଇବର → Silver Play Button
• ୧୦ ଲକ୍ଷ (୧ ମିଲିୟନ) → Gold Play Button
• ୧ କୋଟି → Diamond Play Button
• ୫ କୋଟି → Ruby କିମ୍ବା Custom Play Button

Gold Play Button ପାଇବା ପରେ କ୍ରିଏଟରଙ୍କ ରୋଜଗାର କେତେ ହୋଇଥାଏ ଆଉ ଏହା ଉପରେ ଟ୍ୟାକ୍ସ କେତେ ଲାଗେ?
୧୦ ଲକ୍ଷ ସବସ୍କ୍ରାଇବର ଥିବା ଚ୍ୟାନେଲ ଯଦି ନିୟମିତ ଭିଡିଓ ଅପଲୋଡ଼ କରେ ଆଉ ଭଲ ଭ୍ୟୁଜ୍ ଆସେ, ତେବେ ବିଜ୍ଞାପନ ଜରିଆରେ ହଜାରେ ଭ୍ୟୁଜ୍ ପିଛା ପ୍ରାୟ ୨ ଡଲାର (ଭାରତରେ ପ୍ରାୟ ୧୫୦-୧୬୦ ଟଙ୍କା) ରୋଜଗାର ହୋଇପାରେ। ଅର୍ଥାତ୍ ଏହି ସ୍ତରର କ୍ରିଏଟର ବର୍ଷକୁ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହଜରେ କମେଇ ପାରନ୍ତି। ଏହା ଛଡ଼ା ଅନେକ ବଡ଼ ବ୍ରାଣ୍ଡ ସିଧାସଳଖ ଯୋଗାଯୋଗ କରି ସ୍ପନସରସିପ୍ ଓ ବିଜ୍ଞାପନ ଦେଇଥାନ୍ତି, ଯାହାଦ୍ୱାରା ରୋଜଗାର ଆହୁରି ବଢ଼ିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri