କମଲ ହାସନଙ୍କ ମୋଟ ସମ୍ପତ୍ତିର ମୂଲ୍ୟ କେତେ ଜାଣନ୍ତି

ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ଚମତ୍କାର ଅଭିନୟ ଦେଖାଇଥିବା କମଲ ହାସନ ଆଜି ୬୮ ବର୍ଷରେ ପଦାର୍ପଣ କରିଛନ୍ତି। କମଲ ହାସନ ତାଙ୍କ ଫିଲ୍ମ କ୍ୟାରିୟରରେ ଏକରୁ ଅଧିକ ସୁପରହିଟ ଫିଲ୍ମରେ କାମ କରିଛନ୍ତି। ସେ ୭ ନଭେମ୍ବର ୧୯୫୪ରେ ଜନ୍ମଗ୍ରହଣ କରିଥିଲେ। ସେ ଇଣ୍ଡଷ୍ଟ୍ରିର ସବୁଠୁ ଧନୀ ଅଭିନେତାଙ୍କ ମଧ୍ୟରେ ଅନ୍ୟତମ।
କମଲ ହାସନ ତାଙ୍କ ଫିଲ୍ମ ମାଧ୍ୟମରେ ଭଲ ରୋଜଗାର କରନ୍ତି। ଫିଲ୍ମରୁ ଆୟ ସହିତ କମଲ ସମସ୍ତ ବ୍ରାଣ୍ଡର ବିଜ୍ଞାପନରୁ ପ୍ରଚୁର ଅର୍ଥ ଶୁଳ୍କ ମଧ୍ୟ ଆଦାୟ କରନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ କମଲ ହାସନଙ୍କ ମୋଟ ସମ୍ପତ୍ତି ମୂଲ୍ୟ ୭୦୦ କୋଟିରୁ ଅଧିକ ବୋଲି କୁହାଯାଉଛି।
ଚେନ୍ନାଇରେ କମଲ ହାସନଙ୍କ ଏକ ବିଳାସପୂର୍ଣ୍ଣ ବଙ୍ଗଳା ଅଛି। ଏହି ବଙ୍ଗଳାର ମୂଲ୍ୟ ପ୍ରାୟ ୩୦ କୋଟି ଟଙ୍କା ବୋଲି କୁହାଯାଉଛି। ଏହା ସହିତ କମଲ ତାଙ୍କର ବିଦେଶରେ ମଧ୍ୟ ଅନେକ ସମ୍ପତ୍ତି ଅଛି।
ଏହା ସହିତ କମଲ ହାସନ ମଧ୍ୟ ଦାମୀ କାରକୁ ବହୁତ ଭଲ ପାଆନ୍ତି। କାର ସଂଗ୍ରହରେ ହାମର, ଅଡି ଏବଂ ଲିମୋଜାଇନ ପରି ବିଳାସପୂର୍ଣ୍ଣ ଗାଡି ତାଙ୍କର ଅଛି।
ସର୍ବାଧିକ ଦରମା ପ୍ରାପ୍ତ ଅଭିନେତାମାନଙ୍କ ମଧ୍ୟରେ କମଲ ହାସନ ଗଣାଯାଏ। ୧୯୯୪ରେ କମଲ ହାସନ ତାଙ୍କର ଗୋଟିଏ ଫିଲ୍ମ ପାଇଁ ଏକ କୋଟି ଟଙ୍କା ନେଇ ହଇଚଇ ସୃଷ୍ଟି କରିଥିଲେ। ସେ ପ୍ରଥମ ଭାରତୀୟ କଳାକାର ଭାବେ ଗୋଟିଏ ଫିଲ୍ମ ପାଇଁ ଏତେ କୋଟି ଟଙ୍କା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

କ୍ରିକେଟରେ ଖେଳିଗଲା ଚାଞ୍ଚଲ୍ୟ! ୨ ବଳାତ୍କାର ଅଭିଯୋଗରେ ଖେଳାଳି ନିଲମ୍ବିତ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଘରୋଇ କ୍ରିକେଟରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏସେକ୍ସ କାଉଣ୍ଟି କ୍ରିକେଟ କ୍ଲବର ୨୪ ବର୍ଷୀୟ ବ୍ୟାଟର ରବିନ ଦାସଙ୍କ ବିରୋଧରେ ଦୁଇଟି…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

କେତୁଙ୍କ ନକ୍ଷତ୍ର ବଦଳିବା ମାତ୍ରେ ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ପଦୋନ୍ନତି! ସବୁ କ୍ଷେତ୍ରରେ ପାଇବେ ଲାଭ ହିଁ ଲାଭ

ବୈଦିକ ଜ୍ୟୋତିଷରେ କେତୁଙ୍କୁ ରହସ୍ୟ, ଆଧ୍ୟାତ୍ମିକତା, ଗବେଷଣା ଓ ବୈରାଗ୍ୟ ସହ ଜଡ଼ିତ ଗ୍ରହ ଭାବେ ମନାଯାଏ। ନଭେମ୍ବର ଶେଷରେ କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ ହେବାକୁ ଯାଉଛି।…

ମ୍ୟାଚ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….

କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?