ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ବଡ ଅଭିନେତା ହେଉଛନ୍ତି ରଜନୀକାନ୍ତ। ସେ ରୋବଟ, ଲିଙ୍ଗା, ଶିବାଜୀ ଦି ବସ ଏବଂ ୨.୦ ଭଳି ଏକରୁ ଅଧିକ ବ୍ଲକବଷ୍ଟର ଫିଲ୍ମ ଦେଇଛନ୍ତି। ରଜନୀକାନ୍ତଙ୍କ ଉପସ୍ଥିତିରେ ଯେକୌଣସି ଫିଲ୍ମ ବ୍ଲକବଷ୍ଟର ହେବାର ଗ୍ୟାରେଣ୍ଟି ଭାବରେ ବିବେଚନା କରାଯାଏ। ଏହା ସହିତ ସେ ଧନୀ ଅଭିନେତା ତାଲିକାରେ ମଧ୍ୟ ସାମିଲ ଅଛନ୍ତି।
ରଜନୀକାନ୍ତ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ କଳାକାରମାନଙ୍କ ମଧ୍ୟରେ ଗଣାଯାଏ। ସେ ତାଙ୍କର ପ୍ରତ୍ୟେକ ଫିଲ୍ମ ପାଇଁ ପ୍ରାୟ ୫୦ କୋଟି ଟଙ୍କା ନିଅନ୍ତି। ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି ହେଉଛି ୩୬୫ କୋଟି ଟଙ୍କା।
ରଜନୀକାନ୍ତଙ୍କ ଚେନ୍ନାଇରେ ତାଙ୍କର ବହୁତ ବିଳାସପୂର୍ଣ୍ଣ ଘର ଅଛି। ଏଥିରେ ସବୁ ପ୍ରକାର ସୁବିଧା ଉପଲବ୍ଧ ରହିଛି। ରଜନୀକାନ୍ତଙ୍କର ଅନ୍ୟ ତାରକାଙ୍କ ପରି କାର୍‌ ସଉକିଆ ନୁହଁନ୍ତି। ତାଙ୍କର କାତ୍ର ତିନୋଟି କାର ଅଛି। ଏଥିରେ ରେଞ୍ଜ ରୋଭର, ବେଣ୍ଟଲେ ଏବଂ ଟୟୋଟା ଇନୋଭା ଅଛି। ରଜନୀକାନ୍ତ ଏହି କାର୍‌ଗୁଡିକରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ରଜନୀକାନ୍ତଙ୍କ ପ୍ରଶଂସକମାନେ ତାଙ୍କ ପରବର୍ତ୍ତୀ ଫିଲ୍ମକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନିକଟରେ ତାଙ୍କର ଆଗାମୀ ଫିଲ୍ମ ଜେଲର ପ୍ରଥମ ପୋଷ୍ଟର ରିଲିଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଏକାଠି ନଜର ଆସିବେ ମହେଶ-ଆଲିଆ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଫିଲ୍ମ‘ ଗଙ୍ଗୁବାଇ କାଠିଆୱାଡି’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମଟି ରିଲିଜ୍‌ ହେବା ପରେ ବକ୍ସ ଅଫିସରେ ୧୦୦ କୋଟି କ୍ଲବ୍‌...

୨ଟି ଚ୍ୟାନେଲ ବିରୋଧରେ ବଲିଉଡ୍‌ର ୩୮ ପ୍ରଡକ୍ସନ ହାଉସ୍‌ ହାଇକୋର୍ଟରେ ଦାଖଲ କଲେ ଅଭିଯୋଗପତ୍ର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ତାଙ୍କ ପ୍ରଶଂସକମାନେ ବଲିଉଡ୍‌କୁ ଘେରି ଯାଇଛନ୍ତି। ଏମିତି କେତୋଟି ମିଡିଆ ହାଉସ୍‌ ରହିଛି, ଯାହାକି ବଲିଉଡ୍‌ର ଭାବମୂର୍ତ୍ତିକୁ...

ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବଲିଉଡ୍‌ ସେଲିବ୍ରିଟି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। ବଲିଉଡ୍‌...

ଖୁବ୍‌ଶୀଘ୍ର ବାଜିବ ସାହାନାଇ: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ବିବାହ କରିବାକୁ ଯାଉଛନ୍ତି ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ପ୍ରେମିକ ବିକ୍କି ଜୈନଙ୍କ ସେ ହାତ ଧରିବେ। ଦୀର୍ଘ ୩ ବର୍ଷ ଧରି ଉଭୟ...

ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ବମ୍ବେ: ମା’ ହେବାକୁ ଯାଉଛନ୍ତି ଲୋକପ୍ରିୟ ଧାରାବାହିକ ‘କୁଣ୍ଡଲୀ ଭାଗ’ର ଅଭିନେତ୍ରୀ ରୁଚି ସବର୍ନ। ଗଣେଷ ଚତୁର୍ଥୀର ଶୁଭ ଅବସରରେ ସେ ପ୍ରଶଂସକଙ୍କ ସହ ଖୁସି...

କାହା ନାଁ ଆଲୁ ତ ଆଉ କିଏ ଚିରକୁଟ୍‌, ବଲିଉଡ୍‌ ଅଭିନେତ୍ରୀଙ୍କୁ ଏହି ନାମରେ ଡାକନ୍ତି ସାଙ୍ଗସାଥୀ

ବଲିଉଡ୍‌ ଅଭିନେତ୍ରୀମାନଙ୍କ ପ୍ରକୃତ ନାଁ ତ ଆପଣ ଜାଣିଥିବେ କିନ୍ତୁ କିଛି ଅଭିନେତ୍ରୀଙ୍କ ଡାକ ନାଁ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ରଣବୀର କପୁରଙ୍କ ସହ...

‘ଦ ଫେମ ଗେମ’ରେ ମାଧୁରୀ

ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ଏବେ ଓଟିଟିରେ ଡେବ୍ୟୁ ପାଇଁ ପ୍ରସ୍ତୁତ ହୋଇ ସାରିଛନ୍ତି । ନେଟଫ୍ଲିକ୍ସର ୱେବ ସିରିଜ ‘ଦ ଫେମ ଗେମ’ରେ...

କଙ୍ଗନା କରୋନା ପଜିଟିଭ୍‌…

ମୁମ୍ବାଇ,୮।୫: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି...

Advertisement
Archives

Model This Week