ରଣବୀରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଅଭିନେତା ରଣବୀର ସିଂଙ୍କ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ଅଭିନୟ ସହିତ ରଣବୀର ମଧ୍ୟ ତାଙ୍କର ଫ୍ୟାଶନ ପାଇଁ ବେଶ୍‌ ଚର୍ଚ୍ଚିତ। ସେ ଖୁବ କମ ସମୟ ମଧ୍ୟରେ ବଲିଉଡରେ ନିଜ ଛାପ ଛାଡିଥିଲେ। ଅଭିନୟ ମାଧ୍ୟମରେ ସେ କୋଟି କୋଟି ଟଙ୍କା ରୋଜଗାର କରନ୍ତି।
ରଣବୀରଙ୍କୁ ବଲିଉଡର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ କଳାକାରଙ୍କ ମଧ୍ୟରେ ଗଣାଯାଏ। ଗୋଟିଏ ଫିଲ୍ମ ପାଇଁ ସେ ୧୦ ରୁ ୧୨ କୋଟି ଟଙ୍କା ଚାର୍ଜ କରନ୍ତି। ଏହା ବ୍ୟତୀତ ସେ ବିଜ୍ଞାପନରୁ ମଧ୍ୟ ବହୁତ ରୋଜଗାର କରନ୍ତି। ସେ ମୋଟ ୩୦ ମିଲିୟନ ଡଲାର ଅର୍ଥାତ୍‌ ୨୪୦ କୋଟି ଟଙ୍କା ମାଲିକ ଅଟନ୍ତି।
ଗୋଆରେ ରଣବୀରଙ୍କର ବିଳାସପୂର୍ଣ୍ଣ ବଙ୍ଗଳା ଅଛି, ଯାହାର ମୂଲ୍ୟ ପ୍ରାୟ ୧୫ କୋଟି ବୋଲି କୁହାଯାଉଛି। ଏହା ବ୍ୟତୀତ ମୁମ୍ବାଇରେ ୧୫ କୋଟି ଫ୍ଲାଟ ଅଛି। ନିକଟରେ ସେ ଶାହରୁଖ ଖାନଙ୍କ ମନ୍ନତ ପାଖରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି, ଯାହାର ମୂଲ୍ୟ ପ୍ରାୟ ୧୧୯ କୋଟି ବୋଲି କୁହାଯାଉଛି। ଏହା ବ୍ୟତୀତ ରଣବୀର ବିଳାସପୂର୍ଣ୍ଣ ଗାଡିକୁ ମଧ୍ୟ ଭଲ ପାଆନ୍ତି। ଜାଗୁଆର ଏକ୍ସଏଲ୍‌ଜେ, ମର୍ସିଡିଜ ବେଞ୍ଜ ଇ କ୍ଲାସ, ମର୍ସିଡିଜ ମାୟାବାକ ଜିଏଲ୍‌ଏସ୍‌ ୬୦୦, ଲମ୍ବୋର୍ଗିନି, ଟୟୋଟା ଲ୍ୟାଣ୍ଡ କ୍ରୁଜର ଭଳି ଦାମୀ କାର୍‌ ତାଙ୍କର ଅଛି। ଏହା ବ୍ୟତୀତ ଅଭିନେତା ଦାମୀ ଜୋତାକୁ ମଧ୍ୟ ଭଲ ପାଆନ୍ତି। ସୂଚନା ଅନୁଯାୟୀ, ପ୍ରତ୍ୟେକ ବ୍ରାଣ୍ଡର ୧୦୦୦ରୁ ଅଧିକ ଜୋତା ଅଛି। ଯାହାର ମୂଲ୍ୟ ଲକ୍ଷ ଲକ୍ଷ ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri