ଶବାନା ଆଜମୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଅଭିନେତ୍ରୀ ଶବାନା ଆଜମୀ ଆଜି ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ୮୦ ଏବଂ ୯୦ ଦଶକରେ ନିଜର ଶକ୍ତିଶାଳୀ ଅଭିନୟ ସହିତ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିଲେ ଶବାନା। ପ୍ରସିଦ୍ଧ କବି କୈଫି ଆଜମିଙ୍କ ପରିବାରରେ ଜନ୍ମ ହୋଇଥିବା ଶବାନା ୧୯୭୪ରେ ଚଳଚ୍ଚିତ୍ର ‘ଅଙ୍କୁର’ ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହା ପରେ, ସେ ଗୋଟିଏ ପରେ ଗୋଟିଏ ହିଟ୍‌ ଚଳଚ୍ଚିତ୍ରର ଅଂଶ ହୋଇଥିଲେ। ସେ ପ୍ରତ୍ୟେକ ଭୂମିକାକୁ ନିଷ୍ଠାର ସହିତ ନିଭାଇଥିଲେ। ଏହି କାରଣରୁ ଶବାନା ତାଙ୍କୁ ୫ ଥର ଶ୍ରେଷ୍ଠ ଅଭିନେତ୍ରୀ ପାଇଁ ଜାତୀୟ ପୁରସ୍କାର ମିଳିଛି। ଚିର ସବୁଜ ଅଭିନେତ୍ରୀ ହେବା ବ୍ୟତୀତ ଶବାନା ଜଣେ ସାମାଜିକ କର୍ମୀ ମଧ୍ୟ ଅଟନ୍ତି। ନିଜ ଅଭିନୟ କ୍ୟାରିୟର୍‌ରେ ସେ ବହୁ ଅର୍ଥ ରୋଜଗାର କରିଛନ୍ତି। ତାଙ୍କ ମୋଟି ସମ୍ପତ୍ତି ପ୍ରାୟ ୨୪ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?