ସୋନୁ ସୁଦଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଅଭିନେତା ସୋନୁ ସୁଦ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଉଭୟ ହିନ୍ଦୀ ଏବଂ ଦକ୍ଷିଣ ସିନେମାର ଜଣେ ପ୍ରସିଦ୍ଧ ଅଭିନେତା ଭାବେ ଜଣାଶୁଣା ସୋନୁ ନିଜ ଅଭିନୟ ମାଧ୍ୟମରେ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେ ହୁଏତ ଚଳଚ୍ଚିତ୍ରରେ ହିରୋ ହୋଇ ନ ଥିବେ କିନ୍ତୁ ସେ ବାସ୍ତବ ଜୀବନରେ ପ୍ରକୃତ ହିରୋ। ତାଙ୍କୁ ଗରିବଙ୍କ ହିରୋ କୁହାଯାଏ। କରୋନା ପରଠାରୁ ସୋନୁ ଦେଶ ତଥା ସାମାଜିକ ସେବାରେ ନିଜକୁ ନିୟୋଜିତ କରିଛନ୍ତି।
ସୋନୁ ସୁଦ ‘ଏକ ବିବାହ ଐସି ଭୀ …’, ‘ଦବଙ୍ଗ’, ‘ଆଶିକ ବନାୟା ଆପନେ’ ଭଳି ଅନେକ ହିଟ ଫିଲ୍ମରେ କାମ କରିଛନ୍ତି। ସେ ଅନେକ ସାଉଥ ବ୍ଲକବଷ୍ଟର ଚଳଚ୍ଚିତ୍ରର ଏକ ଅଂଶ ମଧ୍ୟ ହୋଇଛନ୍ତ। ଯଦିଓ ସେ ହିରୋ ହେବା ପାଇଁ ମୁମ୍ବାଇ ଆସିଥିଲେ, କିନ୍ତୁ ସେ ଅଧିକ ଭିଲେନ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ପିତା ସୋନୁ ସୁଦଙ୍କୁ ଇଞ୍ଜିନିୟରିଂ କରିବା ପାଇଁ ମୁମ୍ବାଇ ପଠାଇଥିଲେ ଏବଂ ସେ ଅଭିନୟ ଏବଂ ମଡେଲିଂରେ ପ୍ରବେଶ କରିଥିଲେ। ପକେଟରେ ମାତ୍ର ୫ ହଜାର ଟଙ୍କା ନେଇ ମୁମ୍ବାଇ ଆସିଥିବା ସୋନୁ ସୁଦ ଆଜି କୋଟି କୋଟି ଟଙ୍କାର ମାଲିକ ଅଟନ୍ତି। ସେ ଗୋଟିଏ ଚଳଚ୍ଚିତ୍ର ପାଇଁ ୨ ରୁ ୩ କୋଟି ଟଙ୍କା ନିଅନ୍ତି।
ଅଭିନେତା ଆଜି ମୁମ୍ବାଇରେ ବିଳାସପୂର୍ଣ୍ଣ ଜୀବନ ବିତାଉଛନ୍ତି। ସୋନୁ କେବଳ ଚଳଚ୍ଚିତ୍ରରୁ ନୁହେଁ, ବିଜ୍ଞାପନ ଏବଂ ସୋସିଆଲ ମିଡିଆରୁ ମଧ୍ୟ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରନ୍ତି। ସୋନୁଙ୍କ ମୋଟ ସମ୍ପତ୍ତି ମୂଲ୍ୟ ପ୍ରାୟ ୧୩୫ କୋଟି ଟଙ୍କା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?