ଓଡ଼ିଶାରେ ଜଣେ ବ୍ୟାଚଲର କେତେ ଜମି କିିଣିପାରିବେ? ଆସିଲା ବଡ଼ ଅପଡେଟ୍‌!

ଭୁବନେଶ୍ୱର,୭।୧୦: ଭାରତୀୟ ଲୋକଙ୍କର ସର୍ବଦା ସଞ୍ଚୟ କରିବାର ଅଭ୍ୟାସ ରହିଆସିଛି। ପ୍ରତ୍ୟେକ ବ୍ୟକ୍ତି, ତାଙ୍କ ଜୀବନରେ ଭବିଷ୍ୟତ ପିଢ଼ି ବିଷୟରେ ଚିନ୍ତା କରନ୍ତି । ପୁଞ୍ଜି ବିନିଯୋଗ ବିଷୟରେ କହିବାକୁ ଗଲେ, ସବୁବେଳେ ସୁନାରେ ନିବେଶ କରିବା ନେଇ ଲୋକମାନେ ଚିନ୍ତା କରିଆସିଛନ୍ତି । ସୁନା ବ୍ୟତୀତ, ସମ୍ପତ୍ତି କିଣିବାରେ ମଧ୍ୟ ଲୋକମାନେ ଉତ୍ସାହିତ ଦେଖାନ୍ତି ।

ଆପଣ କେରଳରେ ୭.୫ ଏକର କୃଷି ଜମି କିଣି ପାରିବେ । ମଡିଆ ରିପୋର୍ଟ ଅନୁଯାୟୀ, କେରଳରେ ଜମି ସଂଶୋଧନ ଅଧିନିୟମ ୧୯୮୩ ଅନୁଯାୟୀ ଜଣେ ଅବିବାହିତ ବ୍ୟକ୍ତି କେବଳ ୭.୫ ଏକର ଜମି କିଣି ପାରିବେ। ଏଥି ସହିତ, ୫ ସଦସ୍ୟ ବିଶିଷ୍ଟ ପରିବାର ୧୫ ଏକର ପର୍ଯ୍ୟନ୍ତ ଜମି କିଣି ପାରିବେ । ମହାରାଷ୍ଟ୍ରରେ ଯେଉଁମାନେ ଚାଷ କରନ୍ତି ସେମାନେ କୃଷକ । କେବଳ ସେମାନେ କୃଷି ଜମି କିଣି ପାରିବେ । ହିମାଚଳ ପ୍ରଦେଶରେ ଆପଣ ୩୨ ଏକର ଜମି କିଣି ପାରିବେ । ଉତ୍ତରପ୍ରଦେଶରେ ଜଣେ ବ୍ୟକ୍ତି ସର୍ବାଧିକ ୧୨.୫ ଏକର ଚାଷ ଜମି କିଣି ପାରିବେ । ବିହାରରେ କୃଷି କିମ୍ବା ଅଣ-ଚାଷ ଜମି କେବଳ ୧୫ ଏକର ପର୍ଯ୍ୟନ୍ତ କ୍ରୟ କରାଯାଇପାରିବ ।

ଓଡିଶାରେ ମଧ୍ୟ ଜଣେ ଅବିବାହିତ ବ୍ୟକ୍ତି ନିଜ ହିସାବରେ ଜମି କିଣିପାରିବ ନାହିଁ । ଏଥିପାଇଁ ତାଙ୍କୁ ନିୟମ ମାନିବାକୁ ପଡ଼ିବ । ନିୟମ ଅନୁସାରେ ଜଣେ ରାଜ୍ୟରେ ଜଣେ ଅବିବାହିତ ବ୍ୟକ୍ତି ୭.୫ ଏକରଠୁ ଅଧିକ ଜମି କିଣିପାରିବ ନାହିଁ । ସେହିଭଳି ଯେଉଁ ପରିବାରରେ ୫ ଜଣ ସଦସ୍ୟ ଅଛନ୍ତି ସେମାନେ ୧୦ ଏକରରୁ ଅଧିକ ଜଣି କିଣିପାରିବେ ନାହିଁ । ପରିବାରର ପାଞ୍ଚରୁ ଅଧିକ ସଦସ୍ୟ ଥିବା କ୍ଷେତ୍ରରେ, ପ୍ରତ୍ୟେକ ଅତିରିକ୍ତ ସଦସ୍ୟଙ୍କ ପାଇଁ ୨ ଏକର ଓ ପାଞ୍ଚ ଏକରରୁ ଅଧିକ ଓ ସର୍ବାଧିକ ୧୮ ଏକର ସୀମା ଅନୁଯାୟୀ ।

 

 

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri