କେତେ ଟଙ୍କା ଟ୍ୟାକ୍ସ ଦିଅନ୍ତି ବଲିଉଡ୍‌ ସେଲିବ୍ରିଟି: ଜାଣନ୍ତୁ ଲିଷ୍ଟର ସର୍ବାଗ୍ରେ ଅଛନ୍ତି କିଏ

ଚଳଚ୍ଚିତ୍ର ତାରକାମାନେ ପ୍ରତିବର୍ଷ କୋଟି କୋଟି ଟଙ୍କାର ଟ୍ୟାକ୍ସ ଦିଅନ୍ତି। ଅଭିନେତା ଶାହାରୁଖ ଖାନ ୨୦୨୪ରେ ସମସ୍ତ ଭାରତୀୟ ସେଲିବ୍ରିଟିଙ୍କ ମଧ୍ୟରେ ସର୍ବାଧିକ ଟିକସ ଦେଇଛନ୍ତି। ଫର୍ଚୁନ ଇଣ୍ଡିଆ ଅନୁଯାୟୀ, ଶାହାରୁଖ ୯୨ କୋଟି ଡଲାରର ଟ୍ୟାକ୍ସ ଦେଇଛନ୍ତି। କିଙ୍ଗ ଖାନଙ୍କ ପରେ ବିଜୟ ଥଲାପଥି ୮୦ କୋଟି ଟ୍ୟାକ୍ସ ଏବଂ ସଲମାନ ଖାନ ୭୫ କୋଟି ଟ୍ୟାକ୍ସ ଦେଇଛନ୍ତି। ବଲିଉଡ ଅଭିନେତା ଶାହାରୁଖ ଖାନ ଅମିତାଭ ବଚ୍ଚନ ଏବଂ ସଲମାନ ଖାନଙ୍କୁ ଟିକସ ଦେବାରେ ପଛରେ ପକାଇ ଦେଇଛନ୍ତି।

ଫର୍ଚୁନ ଇଣ୍ଡିଆ ୨୦୨୩-୨୪ ଆର୍ଥିକ ବର୍ଷରେ ସର୍ବାଧିକ ଟିକସ ଦେଇଥିବା ଭାରତୀୟ ସେଲିବ୍ରିଟଙ୍କ ତାଲିକା ପ୍ରକାଶ କରିଛି।

ଶାହାରୁଖ ଖାନ
ଶାହାରୁଖ ଖାନ ଭାରତରେ ସର୍ବାଧିକ ଟିକସ ଦେଉଥିବା ସେଲିବ୍ରିଟି ହୋଇଛନ୍ତି। ଏହି ଅଭିନେତା ୨୦୨୪ରେ ୯୨ କୋଟି ଟଙ୍କା ଟ୍ୟାକ୍ସ ଦେଇଛନ୍ତି।

ଥଲାପଥି ବିଜୟ
ଶାହାରୁଖ ଖାନଙ୍କ ପରେ ସାଉତ୍‌ ସୁପରଷ୍ଟାର ଥଲାପଥି ବିଜୟ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ଚଳିତ ବର୍ଷ ୮୦ କୋଟି ଟଙ୍କା ଟିକସ ଦେଇଛନ୍ତି।

ସଲମାନ ଖାନ
‘ଦବାଙ୍ଗ’ ଅଭିନେତା ସଲମାନ ଖାନ ତୃତୀୟ ସ୍ଥାନରେ ଅଛନ୍ତି। ସେ ୭୫ କୋଟି ଟଙ୍କା ଟ୍ୟାକ୍ସ ଦେଇଛନ୍ତି।

ଅମିତାଭ ବଚ୍ଚନ
ମେଗାଷ୍ଟାର ଅମିତାଭ ବଚ୍ଚନ ୭୧ କୋଟି ଟଙ୍କା ଟ୍ୟାକ୍ସ ପ୍ରଦାନ କରିଛନ୍ତି। ଏବଂ ଏହି ତାଲିକାରେ ଚତୁର୍ଥ ସ୍ଥାନରେ ଅଛନ୍ତି।

ଅଜୟ ଦେବଗନ ୪୨ କୋଟି ଟଙ୍କା ଟ୍ୟାକ୍ସ ଦେଇଥିବାବେଳେ ରଣବୀର କପୁର ୩୬ କୋଟି ଟଙ୍କା ଟ୍ୟାକ୍ସ ଦେଇଛନ୍ତି। ଅଭିନେତା ହ୍ରିତିକ ରୋଶନ ୨୮ କୋଟି ଟଙ୍କା ଟ୍ୟାକ୍ସ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri