Posted inଖେଳ

ପୁଅ-ଝିଅଙ୍କ ଯତ୍ନ ନେଉଥିବା ବ୍ୟକ୍ତିଙ୍କୁ କେତେ ଦରମା ଦିଅନ୍ତ ବିରୁଷ୍କା: ଜାଣିଲେ ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୯।୬: ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ କ୍ରିକେଟରମାନଙ୍କ ମଧ୍ୟରୁ ଜଣେ। ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଜଣେ ଜଣାଶୁଣା ବଲିଉଡ ଅଭିନେତ୍ରୀ। ଉଭୟଙ୍କ ଷ୍ଟାରଡମ ଯୋଗୁ, ଏହି ଦମ୍ପତିଙ୍କୁ ସୁରକ୍ଷା ପାଇଁ ଜଣେ ବ୍ୟକ୍ତିଗତ ଅଙ୍ଗରକ୍ଷୀ ନିଯୁକ୍ତ କରିବାକୁ ପଡିଥାଏ। ଏଠାରେ ଜାଣନ୍ତୁ ଏହି ଦମ୍ପତି ସେମାନଙ୍କର ଅଙ୍ଗରକ୍ଷୀଙ୍କୁ କେତେ ଦରମା ଦିଅନ୍ତି।

କୋହଲି-ଅନୁଷ୍କାଙ୍କ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ନାମ ପ୍ରକାଶ ସିଂହ, ଯାହାକୁ ସୋନୁ ମଧ୍ୟ କୁହାଯାଏ। ସୋନୁ ବହୁ ବର୍ଷ ଧରି ଅନୁଷ୍କାଙ୍କ ସହିତ ଅଛନ୍ତି। ଏବେ ସେ କୋହଲିଙ୍କ ସୁରକ୍ଷା ଦାୟିତ୍ୱ ମଧ୍ୟ ତୁଲାନ୍ତି। କୋହଲି-ଅନୁଷ୍କା ସେମାନଙ୍କର ଦୁଇ ସନ୍ତାନ ଅକାୟ ଏବଂ ଭାମିକା ପ୍ରତି ବହୁତ ସମ୍ବେଦନଶୀଳ। ସେମାନେ ଉଭୟଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖନ୍ତି। ସୋନୁ ଏହା ମଧ୍ୟ ଧ୍ୟାନ ଦିଅନ୍ତି ଯେ, ଅନୁମତି ବିନା କେହି କୋହଲି-ଅନୁଷ୍କାଙ୍କ ପିଲାମାନଙ୍କର ଫଟୋ ନ ଉଠାନ୍ତି।

ସୋନୁ ୨୦୧୭ ମସିହାରୁ ଅନୁଷ୍କାଙ୍କ ସହିତ ଜଡିତ। କୋହଲି-ଅନୁଷ୍କା ଏବଂ ସେମାନଙ୍କ ପରିବାରର ସୁରକ୍ଷା ପାଇଁ ସୋନୁଙ୍କୁ ବହୁତ ମୋଟା ଦରମା ମିଳିଥାଏ। ସୋନୁଙ୍କୁ ବାର୍ଷିକ ୧.୨ କୋଟି ଟଙ୍କା ଦରମା ଦିଆଯାଏ।

କୋହଲି-ଅନୁଷ୍କାଙ୍କ ଅଙ୍ଗରକ୍ଷୀଙ୍କ ଦରମା ଭାରତର ଅନେକ ସିଇଓଙ୍କ ଦରମାଠାରୁ ଅଧିକ। ସୋନୁ କୋହଲି-ଅନୁଷ୍କାଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହି ଦମ୍ପତି ତାଙ୍କୁ ନିଜର ପରିବାର ବୋଲି ମାନିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍ ଓ କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri