ଷ୍ଟେଟବ୍ୟାଙ୍କ ଲକରରୁ କିପରି ଗାଏବ ହେଲା ଅଳଙ୍କାର

ବରଗଡ଼ ଅଫିସ୍‌,୧୮।୨: ବରଗଡ଼ ସହରରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖାରୁ ଜଣେ ଗ୍ରାହକଙ୍କ ଲକରରୁ ୩୩ ଲକ୍ଷ ୩୭ ହଜାର ଟଙ୍କାର ସୁନା, ରୂପା ଅଳଙ୍କାର ଗାଏବ ହୋଇଥିଲା। ଏ ନେଇ ବରଗଡ଼ ମହାନ୍ତିପଡ଼ାର ସ୍ନିଗ୍ଧା ତ୍ରିପାଠୀ ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତନାଘନା ଆରମ୍ଭ କରିଛି। ସବ୍‌ଇନ୍ସପେକ୍ଟର ସୌମ୍ୟକାନ୍ତ ବଳିୟାର ସିଂଙ୍କ ନେତୃତ୍ୱରେ ଏକ ଟିମ୍‌ ବ୍ୟାଙ୍କର ଉକ୍ତ ଶାଖାରେ ପହଞ୍ଚି ଛାନଭିନ୍‌ କରିଥିଲେ। ବ୍ୟାଙ୍କର ମୁଖ୍ୟ ପରିଚାଳକ ରାଜେନ୍ଦ୍ର କୁମାର ଦାଶ ଏବଂ ଡେପୁଟି ଶାଖା ପରିଚାଳକ(ଡିବିଏମ୍‌) ଦୁର୍ଯ୍ୟୋଧନ ବେହେରାଙ୍କୁ ଅଭିଯୋଗ ସମ୍ପର୍କରେ ପଚରାଉଚୁରା କରିଥିଲେ। ଏ ସମ୍ପର୍କରେ ବ୍ୟାଙ୍କର ମୁଖ୍ୟ ପରିଚାଳକ ଦାଶ କହିଛନ୍ତି, ପୋଲିସ ଘଟଣାର ତଦନ୍ତ କରୁଛି। ବ୍ୟାଙ୍କକୁ ମଧ୍ୟ ପୋଲିସ କିଛି ତଥ୍ୟ ମାଗିଛି। ପୋଲିସ ଯେଉଁସବୁ ତଥ୍ୟ ମାଗିଛି ତାହା ଦିଆଯିବ ଏବଂ ତଦନ୍ତ ପରେ ହିଁ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣ କରାଯାଇଛି କହି ଭୟଙ୍କର ଷଡ଼ଯନ୍ତ୍ର ରଚିଥିଲେ ଡେଲିଭରି ବୟ: ସ୍ତ୍ରୀଙ୍କୁ ଛାଡ଼ି ପ୍ରେମିକାଙ୍କୁ ନେଇ ଫେରାର

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀରେ ଡେଲିଭରି ବୟ ପତିତପାବନ ପୃଷ୍ଟିଙ୍କ ଅପହରଣକୁ ନେଇ ଚହଳ ପଡ଼ିଥିଲା । ସ୍ତ୍ରୀକୁ ଶେଷଥର ମୋତେ ଡର ଲାଗୁଛି,ପଛରେ କିଛି ମଦୁଆ ମୋ...

ଚାକିରି, ଋଣ ଦେବା ଆଳରେ ୭.୧୩ ଲକ୍ଷ ଠକେଇ

ଖୋର୍ଦ୍ଧା ଅଫିସ,୨୯ା୭: ନିଜକୁ ଆର୍‌ବିଏଲ ବ୍ୟାଙ୍କ ଓଡ଼ିଶା ମୁଖ୍ୟ ପରିଚୟ ଦେଇ ଋଣ ଓ ଚାକିରି କରାଇଦେବାକୁ କହି ଏକାଧିକ ବ୍ୟକ୍ତିଙ୍କଠାରୁ ୭ ଲକ୍ଷ ୧୩...

କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା...

ରାଜ୍ୟପାଳଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରିଛନ୍ତି। ଏଥିସହ ରାଜ୍ୟପାଳଙ୍କ ସହଧର୍ମିଣୀ ସୁଶୀଳା ଦେବୀଙ୍କ ପରଲୋକରେ ଗଭୀର...

ଧାନବିକ୍ରି ପ୍ରାପ୍ୟ ଟଙ୍କା ନ ମିଳିବାରୁ ଚାଷୀଙ୍କ ଭଦ୍ରକ – ଆଖଣ୍ଡଳମଣି ରାସ୍ତା ଅବରୋଧ

ଆରଡି, ୩୦ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତର ଶତାଧିକ ଚାଷୀ ମଙ୍ଗଳବାର ସକାଳେ ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ତେବେ ପ୍ରାପ୍ୟ...

ଋଣ ଯୋଗାଣ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୨: ଅଗ୍ରାଧିକାର କ୍ଷେତ୍ରକୁ ଋଣ ଯୋଗାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମୀକ୍ଷା କରିଛନ୍ତି। ଏ କ୍ଷେତ୍ରରେ ଉତ୍ତମ ସମନ୍ବୟ ଲାଗି ସେ ବ୍ୟାଙ୍କ...

୧୨୭ ପିଲାଙ୍କୁ ପଢାଉଛନ୍ତି ୨ ଶିକ୍ଷକ

ବଇଣ୍ଡା,୧୬।୩(ଡି.ଏନ.ଏ.) ଶିକ୍ଷାର ବିକାଶ ପାଇଁ ସରକାରଙ୍କ ଯୋଜନା ବହୁ ବିଦ୍ୟାଳୟରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁନି। ଭିତ୍ତିଭୂମି, ଶିକ୍ଷକ ଅଭାବ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରୁଥିବାରୁ...

ବ୍ଲକ କାର୍ଯ୍ୟାଳୟ ପରିସରରେ ନାହିଁ ଶୌଚାଳୟ: ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ

ଏରସମା,୨୧ା୮(ସ୍ବ.ପ୍ର.): ଏରସମା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ...

Advertisement


Archives

Model This Week