କେମିତି ସାଇବର ଠକେଇରୁ ଦୂରେଇ ରହିବେ: ଲୋକଙ୍କୁ ସଚେତନ କଲା ପୋଲିସ

ପୁରୁଷୋତ୍ତମପୁର,୪।୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ସାଇବର ଅପରାଧଜନିତ ସଚ୍ଚେତନତା କାର୍ଯ୍ୟକ୍ରମ ଆଇଆଇସି ରାଜେଶକୁମାର ନାୟକଙ୍କ ସଂଯୋଜନାରେ ମଙ୍ଗଳବାର ତାରାତାରିଣୀ କଲେଜପରିଷରରେ ଅନୁଷ୍ଟିତ ହୋଇଯାଇଛି। ଏହି ଅବସରରେ ସଚେତନତା ରଥକୁ ଛାତ୍ରୀଛାତ୍ରମାନେ ସମ୍ବର୍ଦ୍ଧନା ଦେଇ ବିରାଟ ଶୋଭାଯାତ୍ରାରେ ସଭାସ୍ଥଳକୁ ପାଛୋଟି ଆଣିଥିଲେ।
ଏଥିରେ ପୁରୁଷୋତ୍ତମପୁର ଏସଡିପିଓ ସୁଜିତ କୁମାର ନାୟକ ପୌରହିତ୍ୟ କରି ସମାଜରେ ଘଟୁଥିବା ସାଇବର ଅପରାଧଯୋଗୁ କିପରି ନୀରିହ ଲୋକେ ଠକେଇର ଶିକାର ହୋଇ ସର୍ବସ୍ବାନ୍ତ ହୋଇପଡୁଛନ୍ତି ଏପରିକି ଏହି ଅପରାଧ ଯୋଗୁ ଆତ୍ମହତ୍ୟାା ଭଳିଘଟଣା ମାନ୍ଯ୍ଯଯଯ ସମାଜରେ ଘଟିଚାଲିଛି। ଏଣୁ ଏଥିରୁ ବର୍ତ୍ତିବା ସହ ନିଜ ଧନଜୀବନକୁ ସୁରକ୍ଷିତ ରଖିବା ଲାଗି ବିଭିନ୍ନ ପ୍ରକାରର ପରାମର୍ଶଦେଇ ସଚେତନତା କରିଥିବାବେଳେ ଥାନା ଆଇଆଇସି ରାଜେଶ କୁମାର ନାୟକ, ଷ୍ଟେଟ୍‌ ବ୍ୟାଙ୍କର ସହକାରୀ ଶାଖା ପରିଚାଳକ ତାପଶ କୁମାର ବାଗ, ଅବିନାସ ମାରାଣ୍ଡି, ବରିଷ୍ଠ ଓକିଲ ସ୍ବରାଜ୍ୟ ପାଣିଗ୍ରାହୀ, ଅଧ୍ୟାପିକା ନମ୍ରତା ମିଶ୍ର, ନାଇଡୁ ମୋହନ, ମିନାକ୍ଷି ଦାଶ,ଜଶବନ୍ତ ପାନ, ପ୍ରଶାଦ ବେହେରା, ଅନିଲ କୁମାର ସାହୁ, ସ୍ବାଗତିକା ଦାଶ ଯୋଗଦେଇ ସଚ୍ଚେତନତା କରି ବିଭିନ୍ନ ପରାମର୍ଶମାନ ଦେଇଥିଲେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ କୁଇଜ ଓ ବକୃତା ପ୍ରତିଯୋଗୀତାମାନ ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୁତ କରାଯାଇଥିଲା। ଏହାକୁ ଥାନା ଏସଆଇ ସୁଶାନ୍ତ କୁମାର ମିଶ୍ର ଓ କର୍ମଚାରୀ ମାନେ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri