କେମିତି ନିୟନ୍ତ୍ରଣ ରଖିବେ ଓଜନ: ଜାଣନ୍ତୁ ସିକ୍ରେଟ୍‌ ଫର୍ମୁଲା

ଓଜନ ବୃଦ୍ଧି ପାଇବା ଏବେ ପ୍ରାୟ ଏକ ସାଧାରଣ କଥା ପାଲଟି ଗଲାଣି। ତେବେ ଏଥିପାଇଁ ଆମକୁ ଖାଦ୍ୟପେୟ, ବ୍ୟାୟାମ ଆଦି ଉପରେ ଗୁରୁତ୍ୱ ଦେବାକୁ ପଡିଥାଏ। ତେବେ ଏଭଳି ଏକ ଖାଦ୍ୟ ଅଛି ଯାହାକୁ ନିୟମିତ ଖାଇଲେ ଓଜନ କେତେକାଂଶରେ ନିୟନ୍ତ୍ରଣରେ ରହିଥାଏ। ତାହା କ’ଣ ଜାଣନ୍ତିି? ଗାଜର। ଏଥିରେ ଅନେକ ପ୍ରକାର ଉପକାରୀ ତତ୍ତ୍ୱ ଭରି ରହିଛି। ଏହାକୁ ଖାଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବା ସହ ଅସ୍ଥି ମଜଭୂତ ରହିଥାଏ। ଗାଜରରେ କାରୋଟିନ୍‌ ନାମକ ଏକ ଉପାଦାନ ରହିଛି, ଯାହା ଦୃଷ୍ଟି ଶକ୍ତି ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍‌-ସି ଥିବାରୁ ତାହା ଶରୀରରେ ଆଣ୍ଟିବଡି ଗଠନକରି ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ। ଗାଜରରେ ପୋଟାସିୟମ ଓ କ୍ୟାଲ୍‌ସିୟମର ମାତ୍ରା ମଧ୍ୟ ରହିଛି। ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ହୃତ୍‌ପିଣ୍ଡ ପାଇଁ ମଧ୍ୟ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏଥିରେ ଫାଇବର ପ୍ରଚୁର ପରିମାଣରେ ରହିଛି। କଞ୍ଚା ଗାଜର ଖାଇବା ଦ୍ୱାରା ଦାନ୍ତ ଶକ୍ତ ହୋଇଥାଏ। ଏହା ଚର୍ମକୁ ସତେଜ ରଖିବା ସହ କେଶ ଝଡ଼ିବାକୁ ଦେଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଜିତିବା ପରେ ଟିମ ଇଣ୍ଡିଆକୁ ମିଳିଥିଲା କି ପୁରସ୍କାର ରାଶି? ଜାଣନ୍ତୁ ICC ନିୟମ ବିଷୟରେ

ନୂଆଦିଲ୍ଲୀ,୮।୧୧: ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପ୍ରତି ୨୦୨୫ ODI ବିଶ୍ୱକପ ଜିତିଛି। ଏଥିପାଇଁ, ସେମାନେ ପ୍ରାୟ ୪୦ କୋଟି ଟଙ୍କା ପୁରସ୍କାର ରାଶି ପାଇଛନ୍ତି।...

ଭାରତର ସ୍ଥାନ ନିଶ୍ଚିତ! କିନ୍ତୁ ପାକିସ୍ତାନ ଅଲିମ୍ପିକ୍ସରେ ଖେଳିପାରିବ ନାହିଁ, ICC ବୈଠକରୁ ଆସିଲା ଆଶ୍ଚର୍ଯ୍ୟଜନକ ଅପଡେଟ

ନୂଆଦିଲ୍ଲୀ,୮।୧୧: ଭାରତ ବନାମ ପାକିସ୍ତାନ। କ୍ରିକେଟର ସବୁଠାରୁ ବଡ଼ ଏବଂ ଚର୍ଚ୍ଚିତ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରୁ ଗୋଟିଏ, କିନ୍ତୁ ଏହି ଦୁଇ ଦଳ ଏବେ କେବଳ ICC...

ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୮ା୧୧: ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରପୃଷ୍ଠର ଉଭୟ ମେରୁ ଅଞ୍ଚଳରୁ କେତେକ ରାଡାର ଫଟୋ ପଠାଇଛି। ୨୦୧୯ରୁ ଅର୍ବିଟର ପ୍ରାୟ ୧୪୦୦ ରାଡାର ଡେଟାସେଟ୍‌ ପଠାଇଲାଣି। ମିଶନର...

ଅଷ୍ଟ୍ରେଲିଆ ମାଟିରେ ଟିମ୍‌ ଇଣ୍ଡିଆର ସିରିଜ୍‌ ବିଜୟ

ବ୍ରିସ୍‌ବେନ,୮ା୧୧- ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ବର୍ଷାରେ ଧୋଇଯାଇଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ କେବଳ ୪.୫ ଓଭର...

ମୁନିରଙ୍କୁ ବଡ଼ ଦାୟିତ୍ୱ! ଜାଣନ୍ତୁ ତାଙ୍କ କ୍ଷମତା ସମ୍ପର୍କରେ

ଇସଲାମାବାଦ,୮।୧୧: ଭାରତ ସହିତ ସାମ୍ପ୍ରତିକ ଉତ୍ତେଜନାରୁ ‘ଅନେକ ଶିକ୍ଷା’ ପାଇଥିବା ଦାବି କରି, ପାକିସ୍ତାନ ସାମ୍ବିଧାନିକ ଭାବରେ ଏହାର ସାମରିକ ଶକ୍ତିକୁ ଆହୁରି ମଜବୁତ କରିବା...

RBIର ନୂଆ ଉପହାର! ଏବେ ପିଲାମାନେ ବି କରିପାରିବେ ଡିଜିଟାଲ ପେମେଣ୍ଟ, ଲଞ୍ଚ ହେବ Junio UPI Wallet  

ନୂଆଦିଲ୍ଲୀ,୮।୧୧: ଡିଜିଟାଲାଇଜେସନର ଏହି ଯୁଗରେ, ସବୁକିଛି ଡିଜିଟାଲ ହୋଇଯାଇଛି। ଖାଦ୍ୟ ଅର୍ଡର କରିବାଠାରୁ ଆରମ୍ଭ କରି ବିଦ୍ୟୁତ ବିଲ ପୈଠ କରିବା ପର୍ଯ୍ୟନ୍ତ ସବୁକିଛିରେ ଡିଜିଟାଲ...

‘ନ୍ୟାୟର ଭାଷା ଏପରି ହେବା ଉଚିତ ଯାହା ନ୍ୟାୟ ଚାହୁଁଥିବା ବ୍ୟକ୍ତି ବୁଝିପାରିବେ’: ମୋଦି

ନୂଆଦିଲ୍ଲୀ,୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି ଯେ ନ୍ୟାୟ ଖୋଜୁଥିବା ବ୍ୟକ୍ତି ନ୍ୟାୟର ଭାଷା ବୁଝିବା ଉଚିତ। ସେ କହିଛନ୍ତି ଯେ ଆଇନ ପ୍ରସ୍ତୁତ...

ପୁଅ-ବୋହୂଙ୍କ ମାଡ଼ରେ ମା’ ଗୁରୁତର

ଆସିକା, ୮ା୧୧ (ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କରାତଳି ଗ୍ରାମରେ ଶୁକ୍ରବାର ପୁଅ ବୋହୂଙ୍କ ମାଡ଼ରେ ଜଣେ ମା’ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri